Browsing Tag

khaprakhol news

ଖପ୍ରାଖୋଲରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକର ବିଭିନ୍ନ ସ୍ଥାନରେ ୭୫ତମ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହୋଇଯାଇଛି । ଖପ୍ରାଖୋଲ ଥାନା ପରିସରରେ ଥାନା ଅଧିକାରୀ ରମାକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ଦେଶର ଏକତା ଏବଂ ଅଖଣ୍ଡତାକୁ ବଜାୟ
Read More...

ଖପ୍ରାଖୋଲରେ ୟୁଥ୍ ବ୍ଲଡ ଡୋନର ଗୃପ ତରଫରୁ ରକ୍ତଦାନ ଶିବିର, ୪୨ ୟୁନିଟ ରକ୍ତ ସଂଗ୍ରହ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ୍ ସଭାଗୃହଠାରେ ୟୁଥ୍ ବ୍ଲଡ ଡୋନର ଗୃପ୍ ତରଫରୁ ରକ୍ତଦାନ ଶିବିର ଗଣତନ୍ତ୍ର ଦିବସ ଅବସରରେ ଶୁକ୍ରବାର ଆୟୋଜିତ ହୋଇଯାଇଛି । ଶିବିରରେ ମୁଖ୍ୟ ଅତିଥି ରୂପେ ବ୍ଲକ୍ ଅଧକ୍ଷା ନିରୁପମା ପଟେଲ, ସମ୍ମାନିତ ଅତିଥି ରୂପେ ବିଡ଼ିଓ ଆକାଶ ରଞ୍ଜନ ସାହୁ,
Read More...

ଖପ୍ରାଖୋଲ ପୋଲିସ ଦ୍ୱାରା ୧୨ ଜଣ ଦାଦନ ଶ୍ରମିକ ଉଦ୍ଧାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : କିଛି ଦିନର ନୀରବତା ପରେ ପୁଣି ଖପ୍ରାଖୋଲ ପୋଲିସ ଦ୍ୱାରା ସୋମବାର ୧୨ ଜଣ ଦାଦନ ଶ୍ରମିକ ଉଦ୍ଧାର ହୋଇଥିବା ଜଣାପଡିଛି । ଉଦ୍ଧାର ଶ୍ରମିକମାନେ ଖପ୍ରାଖୋଲ ଥାନା ମଟିଆଭଟା ପଞ୍ଚାୟତ ଅନ୍ତର୍ଗତ ପୁତୁଲାମହୁଲ ଗାଁର ବୋଲି ଜଣାପଡିଛି । ସୂଚନା ଅନୁସାରେ ଖପ୍ରାଖୋଲ
Read More...

ଖପ୍ରାଖୋଲରେ ଯୁଗ୍ମ ଜନ ଶୁଣାଣି ପାଲଟିଛି ଲୋକ ପ୍ରହସନ : ମାତ୍ର ୧୪ଟି ଅଭିଯୋଗ ପଞ୍ଜିକୃତ, ପ୍ରଚାର ପ୍ରସାରର ଅଭାବ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ସ୍ଥାନୀୟ ବ୍ଲକ ସଭାଗୃହଠାରେ ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ଜନ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି । ଜନ ଶୁଣାଣିରେ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଯନ୍ତ୍ରୀ ସୁଶାନ୍ତ କୁମାର ସିଂ, ଏସ୍‌ପି ରିଷିକେଶ ଖିଲାରୀ ଯୋଗ
Read More...

ଦୀନପଦ୍ମ ଉଚ୍ଚ ବିଦ୍ୟାଳୟରେ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ

ଖପ୍ରାଖୋଲ, (କେପିଏନ୍‌ଏସ୍‌) : ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ବାଘମୁଣ୍ଡ ଗ୍ରାମର ଦୀନପଦ୍ମ ଉଚ୍ଚ ବିଦ୍ୟାଳୟଠାରେ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଗୌରାଙ୍ଗ ଚରଣ ଦାଶଙ୍କ ସଭାପତିତ୍ୱ ଓ ବରିଷ୍ଠ ଶିକ୍ଷକ
Read More...

ଖପ୍ରାଖୋଲରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ସପ୍ତାହ ପାଳିତ : ସମସ୍ତ ଚାଷୀ ସଙ୍ଗଠିତ ହେବାକୁ ଆହ୍ଵାନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜଳସେଚନ ବିଭାଜନ ପକ୍ଷରୁ ଖପ୍ରାଖୋଲ ଜଳସେଚନ ବିଭାଗ କାର୍ଯ୍ୟାଳୟ ପରିସରରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ଜଳସେଚନ ବିଭାଗ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ଗୋବର୍ଦ୍ଧନ ନାଏକ
Read More...

ହରିଶଙ୍କରରେ ବନ ବିଭାଗର ଅଭିନବ ପ୍ରୟାସ : ଖୋଲିଲେ ଜଙ୍ଗଲ ଜାତ ପତ୍ର ନିର୍ମିତ ଖଲି ଦୋକାନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପ୍ଲାଷ୍ଟିକ ବର୍ଜନ ପାଇଁ ବନ ବିଭାଗର ଅଭିନବ ପ୍ରୟାସ । ପ୍ଲାଷ୍ଟିକ, ଫମ୍ ଖଲି, ଚଉକୁନି ବ୍ୟବହାର ବନ୍ଦ କରିବାକୁ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ହରିଶଙ୍କରଠାରେ ଆରମ୍ଭ କରିଛନ୍ତି ଜଙ୍ଗଲ ଜାତ ପତ୍ର ନିର୍ମିତ ଖଲି, ପତ୍ର, ଚଉକୁଣି
Read More...

ମକର ସଂକ୍ରାନ୍ତିରେ ଚଳଚଞ୍ଚଳ ପବିତ୍ର ହରିଶଙ୍କର ପୀଠ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଆଜି ପବିତ୍ର ମକର ସଂକ୍ରାନ୍ତି ପର୍ବ । ଚଳଚଞ୍ଚଳ ଗାଁ ଠାରୁ ସହର । ରାଜ୍ୟର ବିଭିନ୍ନ ଦେବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ଘରେ ଘରେ ମକର ଚାଉଳ କରି ନିଜ ଇଷ୍ଟ ଦେବାଦେବୀଙ୍କୁ ଭୋଗ କରିଛନ୍ତି ରାଜ୍ୟବାସୀ । ଏହି ପବିତ୍ର ଦିନରେ ପଶ୍ଚିମ
Read More...

ଫୁଲକିମୁଣ୍ଡାଠାରେ ଚିତ୍ତଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟର ନିଶୁକ୍ଲ ସ୍ୱାସ୍ଥ୍ୟ ଶିବିର ଉଦ୍‌ଘାଟିତ

ଯୋଗଦେଲେ ଖ୍ୟାତନାମା ଡାକ୍ତର, ୧୫୦୦ ରୋଗୀଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ଅନୁଷ୍ଠିତ ଖପ୍ରାଖୋଲ, (ଅଶୋକ ବାଗ) : କଟକସ୍ଥିତ ଚିତ୍ତଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଏକ ବିଶାଳ ସ୍ୱାସ୍ଥ୍ୟ ଶିବିର ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଫୁଲକିମୁଣ୍ଡା ସ୍ଥିତ ପଂଚାୟତ ଉଚ୍ଚ ବିଦ୍ୟାଳୟଠାରେ ଶନିବାର
Read More...

ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଖପ୍ରାଖୋଲ ବ୍ଲକର ସମସ୍ତ ଗାଁକୁ ପରିକ୍ରମା ଆରମ୍ଭ କଲା ଶ୍ରୀଜଗନ୍ନାଥ…

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବ । ଏଥିପାଇଁ ଖପ୍ରାଖୋଲ ବ୍ଲକ ପ୍ରଶାସନ ପକ୍ଷରୁ ଆଜିଠାରୁ ଶ୍ରୀଜଗନ୍ନାଥ ଅର୍ପଣ ରଥର ଶୁଭାରମ୍ଭ କରାଯାଇଛି । ଏହି ରଥ ଖପ୍ରାଖୋଲ ବ୍ଲକ ଅଞ୍ଚଳର ପ୍ରତ୍ୟେକ ଗ୍ରାମ ପରିକ୍ରମା କରିବା ସହ
Read More...