ଖପ୍ରାଖୋଲ ଅବକାରୀ ବିଭାଗକୁ ବଡ ଧରଣର ସଫଳତା : ୧୦୨ କ୍ୱିଣ୍ଟାଲ ମହୁଲ ଫୁଲ ଜବତ, ଜଣେ ଅଭିଯୁକ୍ତ ଗିରଫ
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଅବକାରୀ ବିଭାଗକୁ ଆଜି ଏକ ବଡ଼ ସଫଳତା ମିଳିଛି । ଜିଲ୍ଲା ଅବକାରୀ ଅଧୀକ୍ଷକ ସୀତାକାନ୍ତ ମୁଦୁଲିଙ୍କ ନିର୍ଦ୍ଦେଶ କ୍ରମେ ଏବଂ ବଲାଙ୍ଗିର ଡ଼ିଏସ୍ଇ ହରିହର ଧୋଳଙ୍କ ପ୍ରତକ୍ଷ୍ୟ ତତ୍ତ୍ଵାବଧାନରେ ବଲାଙ୍ଗିର ଜିଲ୍ଲା ଅବକାରୀ!-->…
Read More...
Read More...