Browsing Tag

khaprakhol news

ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ରଛାତ୍ରୀଙ୍କ ସମ୍ମିଳନୀ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ଆଲୁମିନି, ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋପାଲ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମ୍ମିଳନୀରେ ମୁଖ୍ୟ
Read More...

ଗ୍ରାମ ଭିତରେ ପଶି ଜଣେ ବ୍ୟକ୍ତିକୁ ଆକ୍ରମଣ କଲା ଜଙ୍ଗଲୀ ବରାହ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଜଙ୍ଗଲରେ ଖାଦ୍ୟ ଅଭାବ ଯୋଗୁଁ ଜନବସତି ମୁହାଁ ହେଉଛନ୍ତି ବନ୍ୟଜନ୍ତୁ । ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ରେଞ୍ଜ ଅନ୍ତର୍ଗତ ଧଣ୍ଡାମୁଣ୍ଡା ଗ୍ରାମର ଭିତରକୁ ବନ୍ୟଜନ୍ତୁ ପ୍ରବେଶ କରି ଜଣେ ବ୍ୟକ୍ତିକୁ ଆକ୍ରମଣ କରିଥିବା ଜଣାପଡିଛି । ଆହତ
Read More...

ଖଇରକାଠ ସହ ଗୋଟିଏ ଅଲ୍ଟୋ କାର ଜବତ ଆସାମୀ ଫେରାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖଇରକାଠ ସହ ଗୋଟିଏ ଅଲ୍ଟୋ କାରକୁ ବନ ବିଭାଗ ଜବତ କରିଥିବ ବେଳେ ଆସାମୀ ଫେରାର ଥିବା ଖବର ମିଳିଛି । ହରିଶଙ୍କର ରେଞ୍ଜ ଅନ୍ତର୍ଗତ ଡୁଡ଼କିପଦର ଗ୍ରାମ ନିକଟରେ ଏଭଳି ଘଟଣା ଘଟିଥିବା ଖବର ମିଳିଛି । ସୂଚନା ଅନୁସାରେ ଖପ୍ରାଖୋଲ ବନପାଳ ସୁଧୀର କୁମାର ଜେନା,
Read More...

ଖପ୍ରାଖୋଲ ପୋଲିସର ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ପକ୍ଷରୁ ଥାନା ଅଧିକାରୀ ନରେନ୍ଦ୍ର ଛତ୍ରଙ୍କ ନେତୃତରେ ସଡକ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ଗୁରୁବାର ଧଣ୍ଡାମୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଛି । ସରକାରୀ ଜବାହାରଲାଲ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ,
Read More...

ପିସ୍ତଲ ଧରି ଢାବାରେ ଦାଦାଗିରି କରିବା ପଡିଲା ମହଙ୍ଗା : ବାନ୍ଧିଲା ଖପ୍ରାଖୋଲ ପୋଲିସ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପିସ୍ତଲ ଧରି ଢାବାରେ ଦାଦାଗିରି କରିବା ପଡିଲା ମହଙ୍ଗା । ବେଆଇନ ଭାବେ ଦେଶୀ ପିସ୍ତଲ ରଖି ଦାଦାଗିରି କରୁଥିବା ଜଣେ ଯୁବକଙ୍କୁ ଗିରଫ କରିଛି ଖପ୍ରାଖୋଲ ପୁଲିସ । ଯୁବକଙ୍କଠାରୁ ଗୋଟିଏ ଦେଶୀ ପିସ୍ତଲ ୨ ଗୋଟି ଜୀବନ୍ତ ଗୁଳି ଜବତ କରାଯାଇଛି । ଏହି ଘଟଣାରେ
Read More...

ଖପ୍ରାଖୋଲରେ ୟୁଥ୍ ବ୍ଲଡ ଡୋନର ଗୃପ ତରଫରୁ ରକ୍ତଦାନ ଶିବିର : ୨୦ ୟୁନିଟ ରକ୍ତ ସଂଗ୍ରହ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପବିତ୍ର ଗଣତନ୍ତ୍ର ଦିବସର ଶୁଭ ଅବସରରେ ୟୁଥ ବ୍ଲଡ଼ ଡୋନର ଗ୍ରୁପ, ବଲାଙ୍ଗିର ତରଫରୁ ଖପ୍ରାଖୋଲ ବ୍ଲକ ସ୍ଥିତ ସମ୍ମିଳନୀ କକ୍ଷରେଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରକୁ ୟୁଥ ବ୍ଲଡ଼ ଡୋନର ଗ୍ରୁପ ବଲାଙ୍ଗିରର ପ୍ରତିଷ୍ଠାତା
Read More...

ଖପ୍ରାଖୋଲରେ ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଆଜି ହେଉଛି ୭୬ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଖପ୍ରାଖୋଲ ବ୍ଲକର ବିଭିନ୍ନ ସ୍ଥାନରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଥିଲା । ଖପ୍ରାଖୋଲ ନୋଡାଲ ଉଚ୍ଚ ବିଦ୍ୟାଳୟ ସ୍ଥିତ ଖେଳପଡିଆ ଠାରେ ବ୍ଲକ ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ
Read More...

ଲୁଟେରା ମାନଙ୍କ ଆତଙ୍କ : ବାଇକରେ ପିଛା କରି ଲୁଟିନେଲେ ଟଙ୍କା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଠେଙ୍ଗାରେ ପିଟି ବ୍ୟବସାୟୀଙ୍କଠାରୁ ନଗଦ ଏକ ଲକ୍ଷ ଦଶ ହଜାର ଟଙ୍କା ଲୁଟି ନେଇଛନ୍ତି ୩ ଜଣ ଦୁର୍ବୃତ୍ତ । ଲାଠୋର ଥାନା ଘୁନଶର ଠୁ ରେଙ୍ଗାଲି ଯିବା ରାସ୍ତା କୁଳିହାମୁଣ୍ଡା ଗ୍ରାମ ନିକଟରେ ଏଭଳି ଘଟଣା ଘଟିଛି । ଲୁଟର ଶିକାର ହୋଇଥିବା ବ୍ୟକ୍ତି ହେଉଛନ୍ତି
Read More...

ଖପ୍ରାଖୋଲ ପୋଲିସ ଦ୍ୱାରା କଫ ସିରପ ଜବତ : ୫ଜଣ ଗିରଫ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ପୋଲିସ ସୋମବାର କଫ ସିରପ ଜବତ କରିଥିବା ଘଟଣା କଫ ସିରପ ମାଫିଆ ମାନଙ୍କ ମନ ଭିତରେ କୋକୁଆ ଭୟ ସୃଷ୍ଟି କରିଛି । ବହୁତ ଦିନ ନୀରବତା ପରେ କଫ ସିରପ ବିକ୍ରି ଅଭିଯୋଗରେ ୫ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନା
Read More...

ଖପ୍ରାଖୋଲ ସାମ୍ବାଦିକ ବିମଳ ରଞ୍ଜନ ସାହୁଙ୍କ ମାତୃ ବିୟୋଗ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲର ଜଣାଶୁଣା ସାମ୍ବାଦିକ ବିମଳ ରଞ୍ଜନ ସାହୁଙ୍କ ମାତୃ ବିୟୋଗ ହୋଇଯାଇଛି । ୭୨ ବର୍ଷ ବୟସରେ ବିମଳଙ୍କ ମାଁ ସ୍ନେହଲତା ସାହୁଙ୍କ ମୃତ୍ୟୁ ହୋଇଛି । ସେ ଦୀର୍ଘ ଦିନ ଧରି ରକ୍ତଚାପ ଏବଂ ମଧୁମେହ ଜନିତ ରୋଗରେ ପୀଡିତ ଥିଲେ । ଗତ ସୋମବାର ସେ ଛାତିରେ
Read More...