ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦର ଡାକରାରେ ଖପ୍ରାଖୋଲ ଠାରେ ମହାସମାବେଶ
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ୧୯୫୯ ମସିହାରେ ନିଶ୍ଚିତ ହେଲା ଯେ ଗନ୍ଧମାର୍ଦ୍ଦନ ପର୍ବତ ମଧ୍ୟରେ ପ୍ରଚୁର ପରିମାଣର ଉନ୍ନତମାନର ବକ୍ସାଇଟ ଗଚ୍ଛିତ ରହିଛି, ଯାହାର ପରିମାଣ ପ୍ରାୟ ୨୦୦ ନିୟୁତ ଟନ୍ରୁ ଅଧିକ ହୋଇପାରେ । ଏ ସମ୍ପର୍କରେ ବିଧିବଦ୍ଧ ରିପୋର୍ଟ ପ୍ରକାଶ ପାଇବା ପରେ ୧୯୭୫ ମସିହା!-->…
Read More...
Read More...