ଉପାନ୍ତ ଇଲାକା ସ୍କୁଲମାନଙ୍କରେ ଶିକ୍ଷକଙ୍କ ମନମାନି : ଶିକ୍ଷା ମନ୍ଦିରରେ ମାତାଲ ପ୍ରଧାନ ଶିକ୍ଷକ ଏବଂ ସହକାରୀ ଶିକ୍ଷକ
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ୍ ଗୋଷ୍ଠୀ ଶିକ୍ଷା ବିଭାଗ ଅଧୀନରେ ଥିବା ଉପାନ୍ତ ଇଲାକାରେ ଶିକ୍ଷାଦାନ କରୁଥିବା ଶିକ୍ଷକମାନଙ୍କ ଅବହେଳାକୁ ନେଇ ସବୁବେଳେ ଅଭିଯୋଗ ଉପରେ ଅଭିଯୋଗ ଆସିଥାଏ । କେତେବେଳେ ଶିକ୍ଷକ ମାସ ମାସ ଧରି ସ୍କୁଲ ଆସୁନାହାନ୍ତି ତ ଆଉ କେତେବେଳେ!-->…
Read More...
Read More...