Browsing Tag

khaprakhol news

ନାବାଳିକା ଝିଅକୁ ଘର ଭିତରେ ପଶି ଅସଦାଚରଣ : ଅଭିଯୁକ୍ତ ଗିରଫ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅଧିନସ୍ଥ ନାନ୍ଦୁପଲା ଅଞ୍ଚଳରେ ଜଣେ ଦଳିତ ପରିବାରର ନାବାଳିକାଙ୍କୁ ଗ୍ରାମର ଜଣେ ଯୁବକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ ନାନ୍ଦୁପଲା ଗ୍ରାମର ପ୍ରମୋଦ ପଧାନଙ୍କ ପୁଅ ସନ୍ଦେଶ ପଧାନ(୨୦) ସୋମବାର
Read More...

ବନବିଭାଗର ଚଢ଼ାଉ : ଖଇର କାଠ ବୋଝଇ ମିନିଟ୍ରକ ଜବତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ତେଲେନପାଲିରୁ ଘୁଚାପାଲି ରାସ୍ତାରେ ବନବିଭାଗ ଚଢାଉ କରି ସୋମବାର ସକାଳ ୪ଟା ସମୟରେ ଖଇର କାଠ ବୋଝେଇ ଏକ ମିନିଟ୍ରକ ଜବତ କରିଥିବା ଜଣାଯାଇଛି । ସୂଚନା ଅନୁସାରେ ତେଲେନପାଲିରୁ ଘୁଚାପାଲି ରାସ୍ତାରେ ଏକ ଖଇର କାଠ ବୋଝେଇ
Read More...

ଲାଠୋର ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଲାଠୋର ସଦର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସରପଞ୍ଚ ଜୟଶ୍ରୀ ଭଇଁଶାଲଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ବିଡ଼ିଓ ବିବେକାନନ୍ଦ ଷଡ଼ଙ୍ଗୀ, ସାଂସଦ ପ୍ରତିନିଧି ସନ୍ତୋଷ କୁମାର
Read More...

ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନ : ସମର୍ଥନ ଜଣାଇଲେ ଅଜିତ ଯୋଷୀ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଡଙ୍ଗର ଦେବତା ଗନ୍ଧମାର୍ଦ୍ଦନର ସ୍ଥାୟୀ ସୁରକ୍ଷା ଆଇନ ଓ ବାହାର ରାଜ୍ୟର ନିର୍ଦ୍ଦିଷ୍ଟ ଅଣ ଓଡ଼ିଆ ଆଦାନୀ କମ୍ପାନୀ ଜମି ଅଧିଗ୍ରହଣ ଏବଂ ଦଲାଲି ପ୍ରକ୍ରିୟାକରଣ ପ୍ରତିବାଦରେ ତହସିଲ କାର୍ଯ୍ୟାଳୟ ଠାରେ ୨୫ ନଭେମ୍ବରରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ
Read More...

ଖପ୍ରାଖୋଲ ପୋଲିସ ଦ୍ୱାରା ୫ ଜଣ ଦାଦନ ଶ୍ରମିକ ଉଦ୍ଧାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ପୋଲିସ ଦ୍ୱାରା ବୁଧବାର ଦିନ ୧୦ଟା ସମୟରେ ୫ ଜଣ ଦାଦନ ଶ୍ରମିକ ଉଦ୍ଧାର ହୋଇଥିବା ଜଣାପଡିଛି । ଉଦ୍ଧାର ଶ୍ରମିକ ମାନେ ଖପ୍ରାଖୋଲ ଥାନା ମହରାପଦର ପଞ୍ଚାୟତ ଅନ୍ତର୍ଗତ ଗୋଲାମୁଣ୍ଡା ଗାଁର ବୋଲି ପୋଲିସ ସୂଚନା ଦେଇଛି । ସୂଚନା ଅନୁସାରେ ବୁଧବାର
Read More...

ଶିଶୁକନ୍ୟା ବିକ୍ରି ଘଟଣାରେ ୨ ଜଣ ଗିରଫ : ଘଟଣାସ୍ଥଳରେ ପହଞ୍ଚିଲେ ଜିଲ୍ଲା ପ୍ରଶାସନ ଅଧିକାରୀମାନେ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଶୁକ୍ରବାର ସନ୍ଧ୍ୟାରେ ବଲାଙ୍ଗିର ଜିଲ୍ଲାପାଳ ଗୌରବ ଶିବାଜୀ ଇସାଲୱାର, ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରି, ପାଟଣାଗଡ ଉପଜିଲ୍ଲାପାଳ ସୁନିଲ ମେହେର, ଏସ୍‌ଡିପିଓ ସଦାନନ୍ଦ ପୁଝାରୀ, ଖପ୍ରାଖୋଲ ବିଡ଼ିଓ ବିବେକାନନ୍ଦ ଷଡ଼ଙ୍ଗୀ, ଗୋଷ୍ଠୀମୁଖ୍ୟ ଚିକିତ୍ସା
Read More...

ଶିଶୁକନ୍ୟା ବିକ୍ରି ଚର୍ଚ୍ଚା ହୋଇଥିବା ଘଟଣାରେ ମହିଳା ସ୍ୱାସ୍ଥ୍ୟ କର୍ମୀଙ୍କୁ ସସ୍ପେଣ୍ଡ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ କରୁଆଁଝର ପଞ୍ଚାୟତ ଅନ୍ତର୍ଗତ ସାନଗୁର୍ଜିଭଟା ଗ୍ରାମରେ ଜଣେ ମହିଳା ନିଜେ ଜନ୍ମକଲା ଶିଶୁକନ୍ୟାକୁ ଅନ୍ୟ ହାତରେ ଦେଇ ଦେଇଥିବା ଘଟଣାରେ ମହିଳା ସ୍ୱାସ୍ଥ୍ୟ କର୍ମୀ ମମତା ଭୋଇଙ୍କୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ନିଲମ୍ବିତ କରାଯାଇଛି ।
Read More...

ଶିଶୁକନ୍ୟାକୁ ଅନ୍ୟ ହାତରେ ଟେକି ଦେଇଥିବା ଘଟଣା : ଘଟଣାସ୍ଥଳରେ ଉପମୁଖ୍ୟମନ୍ତ୍ରୀ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ସାନଗୁର୍ଜିଭଟା ଗ୍ରାମର ଶିଶୁକନ୍ୟା ବିକ୍ରି ଅଭିଯୋଗ ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ଗାଁରେ ପହଞ୍ଚିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଗତ ନଭେମ୍ବର ୨ ତାରିଖରେ ସାନଗୁର୍ଜିଭଟା ଗାଁର ଅମୃତ ନାଗଙ୍କ
Read More...

୧୫୦ତମ ବିର୍ସା ମୁଣ୍ଡା ଜୟନ୍ତୀ ଅବସରରେ ଗନ୍ଧମାର୍ଦ୍ଦନ ପାହାଡ଼ର ସୁରକ୍ଷା ପାଇଁ ଏକ ହେବାକୁ ଆହ୍ଵାନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ପଡିଆ ଠାରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ଓ ଆଦିବାସୀ କଲ୍ୟାଣ ସଂଘର ମିଳିତ ଉଦ୍ୟମରେ ବିର୍ସା ମୁଣ୍ଡା ଜୟନ୍ତୀ ଅବସରରେ ଜନଜାଗରଣ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ।
Read More...

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ହରିଶଙ୍କରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଶ୍ରଦ୍ଧାଳୁମାନେ ରାତି ୨ଟାରୁ ଉଠି ସ୍ନାନାଦି ଶେଷ କରି ଘର ଆଗରେ, ଚଉରାମୂଳେ ମୁରୁଜ ପକାଇ ପୂଜାର୍ଚ୍ଚନା ସାରି ଡଙ୍ଗା ଭସାଇଥିବାର ସୂଚନା ରହିଛି । ସେହିପରି ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ପବିତ୍ର
Read More...