Browsing Tag

khaprakhol news

ମହାଶିବରାତ୍ରି ଅବସରରେ କୋଶଲି କବିତା ଆସର

ଖପ୍ରାଖୋଲ, (କେପିଏନ୍‌ଏସ୍‌) : ଖପ୍ରାଖୋଲ ବ୍ଲକ ଖୁଳାଗଡ ଜଙ୍ଗଳ ପାହାଡ ଝରଣା ମନୋରମ ପରିବେଶ ଭିତରେ ରହିଛି ଖୁଳେଶ୍ୱର ବାବାଙ୍କ ମନ୍ଦିର ସେଥିପାଇଁ ଏଠାକୁ ଶିବରାତ୍ରିରେ ଦୂର ଦୁରାନ୍ତରୁ ଧାଇଁ ଆସନ୍ତି ଅନେକ ଭକ୍ତ । ଚଳିତ ବର୍ଷ ମହାଶିବରାତ୍ରି ଅବସରରେ କୋଶଲି କବିତା ଆସର ଅନୁଷ୍ଠିତ
Read More...

ଘର ଉପରେ ଚଢିଗଲା ଗଞ୍ଜେଇ ବୋଝେଇ ଟାଟା ସୁମୋ ଗାଡି

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଘର ଉପରେ ଚଢିଗଲା ଗଞ୍ଜେଇ ବୋଝେଇ ଟାଟା ସୁମୋ ଗାଡି । ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଅନ୍ତର୍ଗତ ଚଚରାଭଟ୍ଟା ଗ୍ରାମ ନିକଟରେ ଏକ ଗଞ୍ଜେଇ ଭର୍ତ୍ତି ଟାଟା ସୁମୋ ଗାଡି ଦୁର୍ଘଟଣା ଘଟାଇଥିବା ଖବର ମିଳିଛି । ସୂଚନା ଅନୁସାରେ ଶୁକ୍ରବାର ସକାଳ ପ୍ରାୟ ୬ ଘଣ୍ଟା
Read More...

ଖପ୍ରାଖୋଲ ବନ ବିଭାଗକୁ ବଡ ସଫଳତା : ଲକ୍ଷାଧିକ ଟଙ୍କାର ଶାଗୁଆନ ଗଣ୍ଡି ସହ ପିକଅପ ଭେନ ଜବତ, ଡ୍ରାଇଭର ଗିରଫ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ହରିଶଙ୍କର ରେଞ୍ଜ ଅଞ୍ଚଳରେ ଚାଲିଛି କାଠ ମାଫିଆଙ୍କ ଆତଙ୍କ ରାଜ । ବେଇଆଇନ ବେଧଡକ ଭାବେ କାଠ ମାଫିଆମାନେ ବହୁ ମୂଲ୍ୟବାନ ଗଛ କାଟି ରାଜ୍ୟ ବାହାରକୁ ଚାଲାଣ କରୁଛନ୍ତି । ଅନ୍ତଃରାଜ୍ୟ କାଠ ମାଫିଆମାନଙ୍କ ସହ ମିଶି କେତେକ ଲୋକାଲ କାଠ
Read More...

ମାଟିଆଭଟା ପଞ୍ଚାୟତରେ ମନରେଗା ଯୋଜନା କାମରେ ନକଲି କାର୍ଯ୍ୟାଦେଶ ଦେଇ ନିରୀହ ଚାଷୀଙ୍କୁ ଠକିଛନ୍ତି ସରପଞ୍ଚ ଏବଂ…

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଗରିବ ଖଟିଖିଆଙ୍କୁ ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ସୁଦୃଢ କରିବା ପାଇଁ ୨୦୦୫ ମସିହାରେ କାର୍ଯ୍ୟକାରୀ ହୋଇଥିଲା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା । ଏହି ଯୋଜନା ମାଧ୍ୟମରେ ଅନେକ କାମ ହେଉଥିଲେ ବି ଗରିବ ଚାଷୀ ନିଜ ଜମିରେ
Read More...

ଖପ୍ରାଖୋଲଠାରେ ବ୍ଲକସ୍ତରୀୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଆଜି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ପ୍ରବାଦ ପୁରୁଷ, ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତୀ ତଥା ପଞ୍ଚାୟତିରାଜ ଓ ଲୋକସେବା ଦିବସ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ପରିସରରେ ଥିବା
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ : ମାତ୍ର ୪୭ଟି ଅଭିଯୋଗ…

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସଭାଗୃହଠାରେ ବଲାଙ୍ଗିର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ରିଷିକେଶ
Read More...

ଏନ୍‌ଏସି ଦାବିରେ ତେଜୁଛି ଜନ ଅସନ୍ତୋଷ : ୧୨ ଘଣ୍ଟିଆ ଲାଠୋର ବନ୍ଦ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଏନ୍‌ଏସି ଘୋଷଣା ଦାବିରେ ତେଜୁଛି ପ୍ରତିବାଦ । ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦ ପାଳନ କରାଯାଉଛି । ଏହି କ୍ରମରେ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲାଠୋରଠାରେ ମଧ୍ୟ ବନ୍ଦ ପାଳନ କରାଯାଇଛି । ଲାଠୋର ନାଗରିକ କ୍ରିୟାନୁଷ୍ଠାନ କମିଟିର ଭୋଜରାଜ
Read More...

ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ବିଜେଡି ବିଧାୟକ ସରୋଜ କୁମାର ମେହେର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ ଘୁନସର ସ୍ଥିତ ରାଧାବଲ୍ଲଭ ଶ୍ୟାମସୁନ୍ଦର କଲେଜ ସମ୍ମୁଖରେ ଥିବା ପଡ଼ିଆରେ ୩ ନମ୍ବର ଜୋନର ବିଜେଡି ମହିଳା କର୍ମୀ ସମାବେଶ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ସରୋଜ କୁମାର ମେହେର ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଜନସାଧାରଣ କେତେ ପ୍ରଶଂସା
Read More...

ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆମ ହସ୍ପିଟାଲ ଯୋଜନାକୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୋ’ ହସ୍ପିଟାଲ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟରେ ୧୫ ଜିଲ୍ଲାରେ ୬୭ଟି ‘ଆମ ହସ୍ପିଟାଲ’ର ରୂପାନ୍ତରୀକରଣ କାର୍ଯ୍ୟ ଶୁଭାରମ୍ଭ କରିଛନ୍ତି । ସ୍କୁଲ ରୂପାନ୍ତୀକରଣ ଭଳି
Read More...

ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା କରିବା ପାଇଁ ହରିଶଙ୍କର ବନାଞ୍ଚଳ ତରଫରୁ ସଚେତନତା ସଭା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଓଡିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ହରିଶଙ୍କର ସ୍ଥିତ ବନବିଭାଗ କାର୍ଯ୍ୟାଳୟ ପରିସରରେ ଜଙ୍ଗଲ ସୁରକ୍ଷା ପାଇଁ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ବନାଞ୍ଚଳ ଅଧିକାରୀ ଅରବିନ୍ଦ ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଜଙ୍ଗଲ ସୁରକ୍ଷା
Read More...