Browsing Tag

khaprakhol news

ଓଡିଶା ବଲାଙ୍ଗିର ଜିଲ୍ଲାରୁ ଚୋରି ଟ୍ରାକ୍ଟର ଛତିଶଗଡ ରାଜ୍ୟରୁ ଉଦ୍ଧାର : ୫ ଅଭିଯୁକ୍ତ ଗିରଫ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ବୈଜଲସାଗର ଗ୍ରାମରୁ ଚୋରି ହୋଇଥିବା ଟ୍ରାକ୍ଟର ସୁଦୂର ଛତିଶଗଡ ରାଜ୍ୟରୁ ଜବତ କରିଛି ଖପ୍ରାଖୋଲ ପୋଲିସ । ବୈଜଲସାଗର ଗ୍ରାମରୁ ଗତ ଜାନୁଆରୀ ୨୮ ତାରିଖ ରବିବାର ଦିନ ଚୋରି ହୋଇଥିଲା ଟ୍ରାକ୍ଟର । ଏହି ଘଟଣାରେ ୫
Read More...

ବର୍ଷ ବର୍ଷ ଧରି ରାସ୍ତା ପାଇଁ ହଇରାଣ ହେଉଛନ୍ତି ଗ୍ରାମବାସୀ ପ୍ରଶାସନ ସାଜିଛି ନିରବଦ୍ରଷ୍ଟା : ସାଧାରଣରେ ଅସନ୍ତୋଷ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଦମେଇପାଲି ପଞ୍ଚାୟତ ଅନ୍ତର୍ଗତ ବଡ଼ଉଡେନ ଡୁଙ୍ଗୁରିପାଲି ଗ୍ରାମରୁ ସିଲେଟପାଲି ଏବଂ ବଡ଼ଉଡେନ ଡୁଙ୍ଗୁରିପାଲି ଗ୍ରାମରୁ ମହାସିମନା ପର୍ଯ୍ୟନ୍ତ ପାଞ୍ଚ କିଲୋମିଟର ରାସ୍ତା ମରଣଯନ୍ତା ପାଲିଟିଛି । ଏହି ଖାଲ, ଢିପ ରାସ୍ତାରେ
Read More...

କନଗାଁରେ ହରଡ଼ ମଣ୍ଡି ଉଦ୍‌ଘାଟିତ

ଖପ୍ରାଖୋଲ, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କନଗାଁଠାରେ ହରଡ଼ ମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଏହି ମଣ୍ଡିରେ ହରଡ଼ ମଞ୍ଜି ଉତ୍ପାଦକଙ୍କଠାରୁ ସିଧା ସଳଖ ପ୍ରମାଣିକ ହରଡ଼ ବିହନ କିଣାଯିବ । ଚଳିତ ଖରିଫ ଋତୁରେ ବଲାଙ୍ଗିର ଜିଲ୍ଲାରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ
Read More...

ମହାମହିମ ରାଜ୍ୟପାଳଙ୍କ ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତ

ଛାତ୍ରଛାତ୍ରୀ, ଅଙ୍ଗନୱାଡି କର୍ମୀ ଓ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଉତ୍ସାହିତ କଲେ ଖପ୍ରାଖୋଲ, (ଅଶୋକ କୁମାର ବାଗ) : ମହାମହିମ ରାଜ୍ୟପାଳ ରଘୁବର ଦାସ ଆଜି ଦିନିକିଆ ଗସ୍ତ ବଲାଙ୍ଗିର ଜିଲ୍ଲାକୁ ଆସି ଜିଲ୍ଲାର ଜନସାଧାରଣଙ୍କ ସହିତ ବିଭିନ୍ନ ଉନ୍ନତମୂଳକ ଯୋଜନା ବିଷୟରେ ଆଲୋଚନା କରିଛନ୍ତି ।
Read More...

ଖପ୍ରାଖୋଲରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକର ବିଭିନ୍ନ ସ୍ଥାନରେ ୭୫ତମ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହୋଇଯାଇଛି । ଖପ୍ରାଖୋଲ ଥାନା ପରିସରରେ ଥାନା ଅଧିକାରୀ ରମାକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ଦେଶର ଏକତା ଏବଂ ଅଖଣ୍ଡତାକୁ ବଜାୟ
Read More...

ଖପ୍ରାଖୋଲରେ ୟୁଥ୍ ବ୍ଲଡ ଡୋନର ଗୃପ ତରଫରୁ ରକ୍ତଦାନ ଶିବିର, ୪୨ ୟୁନିଟ ରକ୍ତ ସଂଗ୍ରହ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ୍ ସଭାଗୃହଠାରେ ୟୁଥ୍ ବ୍ଲଡ ଡୋନର ଗୃପ୍ ତରଫରୁ ରକ୍ତଦାନ ଶିବିର ଗଣତନ୍ତ୍ର ଦିବସ ଅବସରରେ ଶୁକ୍ରବାର ଆୟୋଜିତ ହୋଇଯାଇଛି । ଶିବିରରେ ମୁଖ୍ୟ ଅତିଥି ରୂପେ ବ୍ଲକ୍ ଅଧକ୍ଷା ନିରୁପମା ପଟେଲ, ସମ୍ମାନିତ ଅତିଥି ରୂପେ ବିଡ଼ିଓ ଆକାଶ ରଞ୍ଜନ ସାହୁ,
Read More...

ଖପ୍ରାଖୋଲ ପୋଲିସ ଦ୍ୱାରା ୧୨ ଜଣ ଦାଦନ ଶ୍ରମିକ ଉଦ୍ଧାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : କିଛି ଦିନର ନୀରବତା ପରେ ପୁଣି ଖପ୍ରାଖୋଲ ପୋଲିସ ଦ୍ୱାରା ସୋମବାର ୧୨ ଜଣ ଦାଦନ ଶ୍ରମିକ ଉଦ୍ଧାର ହୋଇଥିବା ଜଣାପଡିଛି । ଉଦ୍ଧାର ଶ୍ରମିକମାନେ ଖପ୍ରାଖୋଲ ଥାନା ମଟିଆଭଟା ପଞ୍ଚାୟତ ଅନ୍ତର୍ଗତ ପୁତୁଲାମହୁଲ ଗାଁର ବୋଲି ଜଣାପଡିଛି । ସୂଚନା ଅନୁସାରେ ଖପ୍ରାଖୋଲ
Read More...

ଖପ୍ରାଖୋଲରେ ଯୁଗ୍ମ ଜନ ଶୁଣାଣି ପାଲଟିଛି ଲୋକ ପ୍ରହସନ : ମାତ୍ର ୧୪ଟି ଅଭିଯୋଗ ପଞ୍ଜିକୃତ, ପ୍ରଚାର ପ୍ରସାରର ଅଭାବ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ସ୍ଥାନୀୟ ବ୍ଲକ ସଭାଗୃହଠାରେ ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ଜନ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି । ଜନ ଶୁଣାଣିରେ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଯନ୍ତ୍ରୀ ସୁଶାନ୍ତ କୁମାର ସିଂ, ଏସ୍‌ପି ରିଷିକେଶ ଖିଲାରୀ ଯୋଗ
Read More...

ଦୀନପଦ୍ମ ଉଚ୍ଚ ବିଦ୍ୟାଳୟରେ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ

ଖପ୍ରାଖୋଲ, (କେପିଏନ୍‌ଏସ୍‌) : ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ବାଘମୁଣ୍ଡ ଗ୍ରାମର ଦୀନପଦ୍ମ ଉଚ୍ଚ ବିଦ୍ୟାଳୟଠାରେ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଗୌରାଙ୍ଗ ଚରଣ ଦାଶଙ୍କ ସଭାପତିତ୍ୱ ଓ ବରିଷ୍ଠ ଶିକ୍ଷକ
Read More...

ଖପ୍ରାଖୋଲରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ସପ୍ତାହ ପାଳିତ : ସମସ୍ତ ଚାଷୀ ସଙ୍ଗଠିତ ହେବାକୁ ଆହ୍ଵାନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜଳସେଚନ ବିଭାଜନ ପକ୍ଷରୁ ଖପ୍ରାଖୋଲ ଜଳସେଚନ ବିଭାଗ କାର୍ଯ୍ୟାଳୟ ପରିସରରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ଜଳସେଚନ ବିଭାଗ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ଗୋବର୍ଦ୍ଧନ ନାଏକ
Read More...