ବେନ୍ଦେର ଗ୍ରାମରେ ଲାଠୋର ପୋଲିସ ପକ୍ଷରୁ ଜନ ସମ୍ପର୍କ ଶିବିର ଅନୁଷ୍ଠିତ
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଅନ୍ତର୍ଗତ ବେନ୍ଦେର ହାଇସ୍କୁଲ ପଡିଆଠାରେ ପୋଲିସ ତରଫରୁ ଜନ ସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଉପାନ୍ତ ଅଞ୍ଚଳରେ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ସ୍ଥାପନ କରିବା ପାଇଁ ଏହି ଜନ ସମ୍ପର୍କ ଶିବିର!-->…
Read More...
Read More...