ମହାମହିମ ରାଜ୍ୟପାଳଙ୍କ ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତ
ଛାତ୍ରଛାତ୍ରୀ, ଅଙ୍ଗନୱାଡି କର୍ମୀ ଓ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଉତ୍ସାହିତ କଲେ
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ମହାମହିମ ରାଜ୍ୟପାଳ ରଘୁବର ଦାସ ଆଜି ଦିନିକିଆ ଗସ୍ତ ବଲାଙ୍ଗିର ଜିଲ୍ଲାକୁ ଆସି ଜିଲ୍ଲାର ଜନସାଧାରଣଙ୍କ ସହିତ ବିଭିନ୍ନ ଉନ୍ନତମୂଳକ ଯୋଜନା ବିଷୟରେ ଆଲୋଚନା କରିଛନ୍ତି ।!-->!-->!-->…
Read More...
Read More...