ଘର ଉପରେ ଚଢିଗଲା ଗଞ୍ଜେଇ ବୋଝେଇ ଟାଟା ସୁମୋ ଗାଡି
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଘର ଉପରେ ଚଢିଗଲା ଗଞ୍ଜେଇ ବୋଝେଇ ଟାଟା ସୁମୋ ଗାଡି । ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଅନ୍ତର୍ଗତ ଚଚରାଭଟ୍ଟା ଗ୍ରାମ ନିକଟରେ ଏକ ଗଞ୍ଜେଇ ଭର୍ତ୍ତି ଟାଟା ସୁମୋ ଗାଡି ଦୁର୍ଘଟଣା ଘଟାଇଥିବା ଖବର ମିଳିଛି । ସୂଚନା ଅନୁସାରେ ଶୁକ୍ରବାର ସକାଳ ପ୍ରାୟ ୬ ଘଣ୍ଟା!-->…
Read More...
Read More...