ମହୁମାଛି ଆକ୍ରମଣରେ ଖପ୍ରାଖୋଲ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଗୁରୁତର
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ସଦର ଖପ୍ରାଖୋଲ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଦିନ ଏକ ଅଭାବନୀୟ ଘଟଣା ଘଟିଛି । ସେଠାରେ ମହୁମାଛି ଦଂଶନରେ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ସୂଚନା ଅନୁସାରେ!-->…
Read More...
Read More...