ଘୁନସର ପ୍ରଗତି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ୨୫ତମ ବାର୍ଷିକ କ୍ରୀଡା ଉତ୍ସବ ଉଦ୍ଯାପିତ
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଘୁନସରସ୍ଥିତ ପ୍ରଗତି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ୨୫ତମ ବାର୍ଷିକ କ୍ରୀଡା ଉତ୍ସବ ଉଦ୍ଯାପିତ ହୋଇଯାଇଛି । ଡିସେମ୍ବର ମାସ ୨୦ ତାରିଖଠାରୁ ଆରମ୍ଭ ହୋଇ ୨୧ ତାରିଖ ପର୍ଯ୍ୟନ୍ତ ଏହି କ୍ରୀଡା ପ୍ରତିଯୋଗିତା ଚାଲିଥିବା!-->…
Read More...
Read More...