Browsing Tag

khaprakhol news

ଖପ୍ରାଖୋଲ ପୋଲିସ ଦ୍ୱାରା ତିନି ମୋବାଇଲ ଲୁଟେରା ଗିରଫ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ଥାନା ପବିତ୍ର ପୁଣ୍ୟ କ୍ଷେତ୍ର ହରିଶଙ୍କରଠାରେ ଶ୍ରଦ୍ଧାଳୁଙ୍କଠାରୁ ମୋବାଇଲ ଲୁଟ କରୁଥିବା ଗ୍ୟାଙ୍ଗକୁ ଖପ୍ରାଖୋଲ ପୋଲିସ ଗିରଫ କରିଥିବା ନେଇ ସୂଚନା ମିଳିଛି । ଗିରଫ ମୋବାଇଲ ଲୁଟେରାମାନେ ହେଲେ ପାଟଣାଗଡ ଥାନା ବାଞ୍ଜିଝାଲ ଗାଁର ଉତ୍ତମ ଓରଫ
Read More...

ବିଶେଷଜ୍ଞ ଡାକ୍ତର ପାଇଁ ଗ୍ରାମବାସୀ ଦେଲେ ଦାବୀପତ୍ର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ସଦର ଖପ୍ରାଖୋଲ ଡାକ୍ତରଖାନାରେ ବିଶେଷଜ୍ଞ ଅଭାବରୁ ରୋଗୀମାନେ ହଇରାଣ ହେଉଥିବାରୁ ଆଜି ଖପ୍ରାଖୋଲ ଗ୍ରାମବାସୀ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ଜରିଆରେ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି । ଖପ୍ରାଖୋଲ
Read More...

ଖପ୍ରାଖୋଲରେ ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଯୋଗଦାନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକର ନୂତନ ଶିକ୍ଷାଧିକାରୀ ଭାବେ ପ୍ରବୀଣ କୁମାର ପଣ୍ଡା ଆଜି କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏନେଇ ଖପ୍ରାଖୋଲ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କର୍ମଚାରୀମାନଙ୍କ ପକ୍ଷରୁ ବିଇଓ ଶ୍ରୀ ପଣ୍ଡାଙ୍କୁ ପୁଷ୍ପଗୁଚ୍ଛ
Read More...

ହରିଶଙ୍କର ଦର୍ଶନ କରି ଫେରିଲେ ୫-ଟି ସଚିବ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍‌ର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ତଥା ପୁଣ୍ୟ କ୍ଷେତ୍ର ହରିଶଙ୍କରକୁ ରବିବାର ଗସ୍ତ କରିଥିଲେ ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି କେ ପାଣ୍ଡିଆନ । ହେଲିକେପ୍ଟର ଯୋଗେ ଅପରାହ୍ନ ୧ଟାରେ ହରିଶଙ୍କରରେ ପହଞ୍ଚି ପ୍ରଥମେ ହରିଶଙ୍କର
Read More...

ଅମୃତ ଭାରତ ଷ୍ଟେସନ ଯୋଜନାରେ ସାମିଲ ହେଲା ହରିଶଙ୍କର ରୋଡ଼ ଷ୍ଟେସନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଏକ ଐତିହାସିକ ପଦକ୍ଷେପ ଭାବେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ସମଗ୍ର ଦେଶରେ ୫୦୮ ରେଳ ଷ୍ଟେସନର ପୁନଃ ର୍ନିମାଣ ପାଇଁ ଶିଳାନ୍ୟାସ କରିଛନ୍ତି । ଅତ୍ୟାଧୁନିକ ସାଧାରଣ ପରିବହନ ସେବା ଯୋଗାଣ ଉପରେ ପ୍ରଧାନମନ୍ତ୍ରୀ
Read More...

୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ହରିଶଙ୍କର ଗସ୍ତକୁ ନେଇ ଚାଲିଛି ଯୋରଦାର ପ୍ରସ୍ତୁତି

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଆସନ୍ତାକାଲି ଅଗଷ୍ଟ ୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ତଥା ପଶ୍ଚିମାଞ୍ଚଳର ପ୍ରସିଦ୍ଧ ଶୈବକ୍ଷେତ୍ର ହରିଶଙ୍କର ପୀଠକୁ ଗସ୍ତରେ ଆସୁଥିବା ନେଇ
Read More...

ଶିକ୍ଷକ ବଦଳି ପ୍ରତିବାଦ ନେଇ ସ୍କୁଲ ଗେଟରେ ତାଲା ପକାଇଲେ ଅଭିଭାବକ ଏବଂ ଗ୍ରାମବାସୀ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଓଡ଼ିଆପାଲି ପଞ୍ଚାୟତ ଅନ୍ତର୍ଗତ ବୁଢୀବାହାଲ ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକଙ୍କ ବଦଳି ପ୍ରତିବାଦକୁ ନେଇ ଅଭିଭାବକ ଏବଂ ଗ୍ରାମବାସୀ ଶୁକ୍ରବାର ସ୍କୁଲ ଗେଟରେ ତାଲା ପକାଇଥିବା ଜଣାପଡିଛି । ସୂଚନା
Read More...

ତିନିଦିନ ଭିତରେ ୬ଟି ଦୋକାନର ତାଲା ଭାଙ୍ଗି ଚୋରି ଅଭିଯୋଗ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅଞ୍ଚଳରେ ସିରିଏଲ୍ ଚୋରି ସାରା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଗତ ଚାରିଦିନ ହେବ ବିଳମ୍ବିତ ରାତିରେ ୬ଟି ଦୋକାନ ଘର କବାଟ ତାଲା କାଟି ଚୋରି ହୋଇଥିବା ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ ଖପ୍ରାଖୋଲ ଚାରି ଛକ
Read More...

ଖପ୍ରାଖୋଲ ଥାନା ପକ୍ଷରୁ ଆମ ପୋଲିସ ସମିତି କାର୍ଯ୍ୟକ୍ରମ ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ପକ୍ଷରୁ ଆମ ପୋଲିସ ସମିତି କାର୍ଯ୍ୟକ୍ରମ ଥାନା ଅଧିକାରୀ ରମାକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଖପ୍ରାଖୋଲ ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ
Read More...

ପାଟଣାଗଡ ବ୍ଲକ ଛକରେ ଭଗବାନ ପର୍ଶୁରାମଙ୍କ ପ୍ରତିଛବି ଅପସାରଣର ପ୍ରତିବାଦରେ ଖପ୍ରାଖୋଲ ସମ୍ପୂର୍ଣ୍ଣ ବନ୍ଦ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପାଟଣାଗଡ ବ୍ଲକ ଛକରେ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଅପସାରଣ ପ୍ରତିବାଦରେ ବୁଧବାର ଖପ୍ରାଖୋଲ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା । ବିଭିନ୍ନ ହିନ୍ଦୁ ସଂଗଠନ ଡାକରାରେ ଆହୁତ ବନ୍ଦରେ ଉପେନ୍ଦ୍ର ଭୋଇ, ସନ୍ତୋଷ ଗଡତ୍ୟା, ସତ୍ୟାନନ୍ଦ ସେନ୍ଦ୍ରିଆ, ହରିବୋଲ
Read More...