Browsing Tag

khaprakhol news

ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା କରିବା ପାଇଁ ହରିଶଙ୍କର ବନାଞ୍ଚଳ ତରଫରୁ ସଚେତନତା ସଭା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଓଡିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ହରିଶଙ୍କର ସ୍ଥିତ ବନବିଭାଗ କାର୍ଯ୍ୟାଳୟ ପରିସରରେ ଜଙ୍ଗଲ ସୁରକ୍ଷା ପାଇଁ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ବନାଞ୍ଚଳ ଅଧିକାରୀ ଅରବିନ୍ଦ ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଜଙ୍ଗଲ ସୁରକ୍ଷା
Read More...

ଖପ୍ରାଖୋଲରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖପ୍ରାଖୋଲ ବ୍ଲକ ସଦର ଖପ୍ରାଖୋଲ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆଠାରେ ସରପଞ୍ଚ ବେଟିଖାଇ ସେନ୍ଦ୍ରିଆଙ୍କ ପୌରୋହିତ୍ୟରେ ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଓ ରୂପାନ୍ତିକରଣ କାର୍ଯ୍ୟକ୍ରମ ପଞ୍ଚାୟତସ୍ତରୀୟ
Read More...

ମହୁମାଛି ଆକ୍ରମଣରେ ଖପ୍ରାଖୋଲ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଗୁରୁତର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ସଦର ଖପ୍ରାଖୋଲ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଦିନ ଏକ ଅଭାବନୀୟ ଘଟଣା ଘଟିଛି । ସେଠାରେ ମହୁମାଛି ଦଂଶନରେ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ସୂଚନା ଅନୁସାରେ
Read More...

ଖପ୍ରାଖୋଲ ପୋଲିସ ପକ୍ଷରୁ ଜନସମ୍ପର୍କ ଶିବିର : ପୋଲିସ ଓ ଜନତାଙ୍କ ମଧ୍ୟରେ ନୂଆ ସମ୍ପର୍କ ବାନ୍ଧିବା ପାଇଁ ଜିଲ୍ଲା…

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ତେଲେନପାଲି ପଞ୍ଚାୟତ ଅନ୍ତର୍ଗତ ଜୁନାନୀବାହାଲ ଗ୍ରାମରେ ଏବଂ ମହରାପଦର ପଞ୍ଚାୟତ ଅନ୍ତର୍ଗତ ବାଗଝରଣ ଗ୍ରାମରେ ଜିଲ୍ଲା ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ପୋଲିସ ଜନସମ୍ପର୍କ ଶିବିର । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପୋଲିସ
Read More...

ବେନ୍ଦେର ଗ୍ରାମରେ ଲାଠୋର ପୋଲିସ ପକ୍ଷରୁ ଜନ ସମ୍ପର୍କ ଶିବିର ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଅନ୍ତର୍ଗତ ବେନ୍ଦେର ହାଇସ୍କୁଲ ପଡିଆଠାରେ ପୋଲିସ ତରଫରୁ ଜନ ସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଉପାନ୍ତ ଅଞ୍ଚଳରେ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ସ୍ଥାପନ କରିବା ପାଇଁ ଏହି ଜନ ସମ୍ପର୍କ ଶିବିର
Read More...

ଖପ୍ରାଖୋଲ ବ୍ଲକରେ ନୂତନ ବିଡ଼ିଓ ଭାବେ ଦାୟିତ୍ୱ ନେଲେ ବିବେକାନନ୍ଦ ଷଡ଼ଙ୍ଗୀ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟରେ ନୂତନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବେ ବିବେକାନନ୍ଦ ଷଡ଼ଙ୍ଗୀ ଦାୟିତ୍ୱ ଗ୍ରହଣ କରିଥିବା ଜଣାପଡିଛି । ପୂର୍ବରୁ କାର୍ଯ୍ୟରତ ରହିଥିବା ବିଡ଼ିଓ ଆକାଶ ରଞ୍ଜନ ନାୟକଙ୍କୁ ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକକୁ
Read More...

ଖପ୍ରାଖୋଲରେ ଗାଁ ସାଥୀ ସଙ୍ଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବୀ ପତ୍ର ପ୍ରଦାନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ସାରା ରାଜ୍ୟରେ ବିଭିନ୍ନ ଦାବୀ ନେଇ ଗାଁ ସାଥୀ ସଂଘ ତରଫରୁ ଆନ୍ଦୋଳନ ଡାକରା ଦେଇଥିବା ବେଳେ ସଂଘର ଖପ୍ରାଖୋଲ ବ୍ଲକ ଶାଖା ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର ଶନିବାର ବିଡିଓ ବିଜୟ କୁମାର ହୋତାଙ୍କୁ ପ୍ରଦାନ କରିଛନ୍ତି । ଦାବୀଗୁଡ଼ିକ
Read More...

ଖପ୍ରାଖୋଲରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ପରିସରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ବ୍ଲକ୍‌ସ୍ତରୀୟ କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ମହାପୁରୁଷଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିବା ପରେ ବନ୍ଦେ ଉତ୍କଳଜନନୀ ଗାନ କରାଯାଇ
Read More...

‘ନୂଆ ଓ’ ଓଡିଆ ଭାଷା ସାହିତ୍ୟ ସମ୍ମିଳନୀ ଉଦ୍‌ଯାପିତ

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ସ୍ଥିତ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ନୂଆ ଓ’ ଯୋଜନା ଆନୁକୂଲ୍ୟରେ ଆରମ୍ଭ ହୋଇଥିବା ଓଡିଆ ଭାଷା ସାହିତ୍ୟ ସମ୍ମିଳନୀ ଓ ପ୍ରତିଯୋଗିତା ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ବଳଭଦ୍ର ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ
Read More...

ଖପ୍ରାଖୋଲ ଥାନାରେ ନୂତନ ଥାନାଧିକାରୀ ଭାବେ ନରେନ୍ଦ୍ର ଛତ୍ରଙ୍କ ଯୋଗଦାନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନାରେ ଗୁରୁବାର ନୂତନ ଥାନାଧିକାରୀ ଭାବେ ନରେନ୍ଦ୍ର ଛତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀ ଛତ୍ର ପୂର୍ବରୁ ଟିଟିଲାଗଡ଼ ଥାନାରେ କାର୍ଯ୍ୟରତ ଥିଲେ । ଖପ୍ରାଖୋଲରେ ପୂର୍ବରୁ ଥାନାଧିକାରୀ ଭାବେ ରମାକାନ୍ତ ସାହୁଙ୍କ
Read More...