ଖପ୍ରାଖୋଲରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ସପ୍ତାହ ପାଳିତ : ସମସ୍ତ ଚାଷୀ ସଙ୍ଗଠିତ ହେବାକୁ ଆହ୍ଵାନ
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜଳସେଚନ ବିଭାଜନ ପକ୍ଷରୁ ଖପ୍ରାଖୋଲ ଜଳସେଚନ ବିଭାଗ କାର୍ଯ୍ୟାଳୟ ପରିସରରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ଜଳସେଚନ ବିଭାଗ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ଗୋବର୍ଦ୍ଧନ ନାଏକ!-->…
Read More...
Read More...