Browsing Tag

khaprakhol news

ଲାଠୋର ପୋଲିସର ସଫଳତା : ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ ଦୁଇ ମହିଳାଙ୍କୁ କୋର୍ଟ ଚାଲାଣ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ହରିଶଙ୍କର ରୋଡ଼ ରେଳଷ୍ଟେସନରୁ ବୁଧବାର ଅପରାହ୍ନ ସମୟରେ ଲାଠୋର ପୋଲିସ ଟ୍ରେନରେ ଗଞ୍ଜେଇ ଚାଲାଣ ବେଳେ ଗଞ୍ଜେଇ ସହ ଦୁଇ ମହିଳାଙ୍କୁ ଗିରଫ କରିଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ ମହାରାଷ୍ଟ୍ର ରାଜ୍ୟ ନାଗପୁର ସହରର ଇତବାରୀ ନଗରର ଜଣେ
Read More...

ଗୁଣ୍ଡୁରୁପାଲି ଗାଁରେ ପାଣି ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଗ୍ରାମବାସୀ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଉପାନ୍ତରୁ ଅଭ୍ୟନ୍ତର ସବୁଠି ଜଳୁଛି ଓଡିଶା । ଗ୍ରାମାଞ୍ଚଲ ହେଉ ଅବା ସହରାଞ୍ଚଳ ହେଉ ପ୍ରବଳ ଗରମ ସହ ଗୁଳୁଗୁଳି ଜନ ଜୀବନକୁ ଅସ୍ତବ୍ୟସ୍ତ କରି ପକାଇଥିବା ବେଳେ ଜଳାଶୟମାନଙ୍କରୁ ପାଣି ବି କମିକମି ଯାଉଛି । ଜଳଉତ୍ସ ଗୁଡିକରେ ପାଣିର ଅଭାବ ଯାହାଦ୍ୱାରା ପାନୀୟ
Read More...

ଖପ୍ରାଖୋଲରେ ମିଶନ ଶକ୍ତି କାଫେ ଉଦ୍‌ଘାଟିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ପରିସରରେ ମିଶନ ଶକ୍ତି କାଫେ ପ୍ରତିଷ୍ଠା କରାଯାଇଛି । ଆଜି ପାଟଣାଗଡ଼ ବିଧାୟକ ତଥା ସରକାରଙ୍କ ଉପମୁଖ୍ୟ ସଚେତକ ସରୋଜ ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି କେଫେକୁ ଉଦ୍‌ଘାଟନ କରିଥିବା ବେଳେ ସମ୍ମାନିତ
Read More...

ହରିଶଙ୍କର ଶୈବପୀଠ ଠାରେ ସିଆର୍‌ପିଏଫ୍‌ ୧୮୯ ବାଟାଲିଅନ୍‌ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ସିଆର୍‌ପିଏଫ୍‌ ୧୮୯ ବାଟାଲିଅନ୍‌ ପକ୍ଷରୁ ହରିଶଙ୍କର ଶୈବପୀଠ ଠାରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗ୍ରାମବାସୀ, ପର୍ୟ୍ୟଟକ ତଥା ସିଆର୍‌ପିଏଫ୍‌ ଅଧିକାରୀ ଓ ଯବାନ୍‌ମାନେ ସାମିଲ୍‌ ହୋଇଥିଲେ । ସିଆର୍‌ପିଏଫ୍‌ ସାଧାରଣ
Read More...

ହଳଦିଆ ତୈଳିକ ବୈଶ୍ୟ ସମାଜର ଗ୍ରାମ୍ୟସ୍ତରୀୟ ବୈଠକ ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ ବାଗ) : ଆଜି ଖପ୍ରାଖୋଲ ବ୍ଲକ ମାଟିଆଭଟା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପୁତୁଳାମହୁଲ ଗ୍ରାମରେ ହଳଦିଆ ତୈଳିକ ବୈଶ୍ୟ ସାହୁ ସମାଜର ଗ୍ରାମ୍ୟସ୍ତରୀୟ ବୈଠକ ଗ୍ରାମର ବିଶିଷ୍ଟ ବ୍ୟକ୍ତି କପିଳ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ମୁଖ୍ୟ ଅତିଥି ଭାବରେ
Read More...

ଫୁଲକିମୁଣ୍ଡା ଉଚ୍ଚ ବିଦ୍ୟାଳୟ ଏବଂ ହରିଶଙ୍କର ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟଠାରେ ବିଶ୍ୱ ପରିବେଶ ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଆନୁକୂଲ୍ୟରେ ସୋମବାର ସକାଳ ୯:୩୦ ସମୟରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସ୍କୁଲ ପରିସରରେ ଗୋଟିଏ ସଭାର ଆୟୋଜନ ହୋଇଥିଲା । ଉକ୍ତ ସଭାରେ ସ୍କୁଲ ପ୍ରଧାନ ଶିକ୍ଷକ
Read More...

ଖପ୍ରାଖୋଲ ଭୁଦେବ ପେଟ୍ରୋଲ ପମ୍ପରୁ ବେଆଇନ ଡିଜେଲ ପେଟ୍ରୋଲ ଚାଲାଣ ବେଳେ ଟ୍ରକ ଜବତ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ସଦର ଖପ୍ରାଖୋଲଠାରେ ଆଜି ବେଆଇନ ଭାବେ ଡିଜେଲ ଓ ପେଟ୍ରୋଲ ଚାଲାଣ ହେଉଥିବା ଗୋଟିଏ ଛତିଶଗଡ ନମ୍ବର ବିଶିଷ୍ଟ ଟ୍ରକକୁ ଖପ୍ରାଖୋଲ ଯୋଗାଣ ନିରୀକ୍ଷକ ଜବତ କରିଛନ୍ତି । ସୂଚନା ଅନୁସାରେ ଆଜି ସକାଳ ୧୦ଟା ସମୟରେ ଗୋଟିଏ ଟ୍ରକ ନଂ ସିଜି ୪ ଏନ୍‌ଜେଡ
Read More...

ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଖାଁ ଖାଁ : ଧାରଣାରେ ଖପ୍ରାଖୋଲ ବ୍ଲକସ୍ତରୀୟ ଅମଲା ସଙ୍ଘ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକର ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଖାଁ ଖାଁ, ଧାରଣାରେ ବ୍ଲକ ସ୍ତରୀୟ ଅମଲା ସଂଘ । ଦୀର୍ଘ ଦିନର ଗ୍ରେଡ୍ ପେ ବୃଦ୍ଧି ଦାବୀରେ ଚଳିତ ମାସ ୧ ତାରିଖରୁ ସମସ୍ତ ଅମଲା ସମୂହ ଛୁଟିରେ ଯିବା ପରେ ସରକାରୀ ଦପ୍ତରରେ ଶୂନଶାନ୍ ସ୍ଥିତି ।
Read More...

ପ୍ରଧାନମନ୍ତ୍ରୀ ଫସଲ ବୀମା ଜାଲିଆତି ନେଇ ଥାନାରେ ଅଭିଯୋଗ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ବେନ୍ଦେର ଗ୍ରାମର ଶେଷଦେବ ପଧାନଙ୍କ ଏକଜିମାଲି ଜମିକୁ ଖପ୍ରାଖୋଲ ସଦର ଗ୍ରାମର ଏକ କମ୍ପ୍ୟୁଟର ଦୋକାନୀ ନିଜ ନାମରେ ଜାଲିଆତି କରି ପ୍ରଧାନମନ୍ତ୍ରୀ ଫସଲ ବୀମା କରାଇ ନେଇଥିବା ନେଇ ଲାଠୋର ଥାନାରେ ଅଭିଯୋଗ କରିଛନ୍ତି । ସୂଚନା
Read More...

ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୋଗଦେଲେ ନୂତନ ଅଧ୍ୟକ୍ଷ

ଖପ୍ରାଖୋଲ, (ଅଶୋକ ବାଗ) : ସ୍ଥାନୀୟ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ବଳଭଦ୍ର ଦାଶ ବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ଯୋଗ ଦେଇଛନ୍ତି । ସେ ବିଦାୟୀ ଅଧ୍ୟକ୍ଷ ପ୍ରମୋଦ କୁମାର ପାଣିଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀ ଦାଶ ନୂତନ ଅଧ୍ୟକ୍ଷ ଭାବେ ଗୁରୁବାର
Read More...