ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ନୂଆଁ ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍ଘାଟିତ
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ସ୍ଥିତ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆଜି ଯୁବ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ଅର୍ନ୍ତଗତ ସାଂସ୍କୃତିକ କାର୍ଯ୍ୟକ୍ରମର ଉଦ୍ଘାଟନୀ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ବିକଶିତ ଓଡ଼ିଶା ଗଠନ ନେଇ ରାଜ୍ୟ!-->…
Read More...
Read More...