Browsing Tag

khaprakhol news

ଏଥର ୫ଟି କଲେଜ କାମକୁ ଜଗିବେ ଅଂଚଳବାସୀ : ଅଗଷ୍ଟ ୨୫ ସୁଦ୍ଧା ବଜେଟ ପ୍ରସ୍ତୁତ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ରାଜ୍ୟ ସରକାର ହାଇସ୍କୁଲଗୁଡିକୁ ୫ଟିରେ ରୂପାନ୍ତରଣ କରିବା ପରେ ଏବେ କଲେଜ ମାନଙ୍କର ଭିତ୍ତିଭୂମି ସୁଦୃଢ କରିବାକୁ ୫ଟିରେ କଲେଜକୁ ସାମିଲ କରିଛନ୍ତି । ଏ ନେଇ ସରକାରଙ୍କ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ଓ ୫୦ ଲକ୍ଷ ଲେଖାଏଁ ଅନୁଦାନ ବିଭିନ୍ନ କଲେଜକୁ
Read More...

ବିଭିନ୍ନ ସମସ୍ୟା ନେଇ କଂଗ୍ରେସ ତରଫରୁ ଖପ୍ରାଖୋଲ ବିଡ଼ିଓଙ୍କ ଜରିଆରେ ଓଡିଶା ରାଜ୍ୟପାଳଙ୍କୁ ଦାବୀପତ୍ର ପ୍ରଦାନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଆଜି ସାରା ଓଡିଶାର ୩୧୪ଟି ବ୍ଲକ ସାମ୍ନାରେ କଂଗ୍ରେସ ତରଫରୁ ଧାରଣା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କଂଗ୍ରେସ କମିଟି ତରଫରୁ ବ୍ଲକ କାର୍ଯ୍ୟାଳୟ
Read More...

ଖପ୍ରାଖୋଲ ଅଞ୍ଚଳରୁ ସିରିଏଲ୍‌ ଚୋରି ଘଟଣାରେ ୩ ଜଣଙ୍କୁ ଗିରଫ କଲା ଖପ୍ରାଖୋଲ ପୋଲିସ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅଞ୍ଚଳରେ ଗତ କିଛି ଦିନ ତଳେ ସିରିଏଲ୍‌ ଚୋରି ଘଟଣାକୁ ନେଇ ଅଞ୍ଚଳରେ ଭୟର ବାତାବରଣ ଦେଖା ଦେଇଥିବା ବେଳେ ପୋଲିସକୁ ଜନସଧାରଣଙ୍କ ପକ୍ଷରୁ ସୋସିଆଲ ମିଡିଆରେ ବହୁତ କିଛି ଶୁଣିବାକୁ ପଡିଥିଲା । ପୋଲିସ କାହାରି କଥାକୁ
Read More...

ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ତରଫରୁ ବୁଧବାର ଖପ୍ରାଖୋଲ ତହସିଲ କାର୍ଯ୍ୟାଳୟ ପରିସରରେ ପ୍ରାୟ ବିଭିନ୍ନ ପ୍ରଜାତି ବୃକ୍ଷ ଯଥା ନିମ୍ୱ, ପିପଲ, ଜାମୁ, କରଞ୍ଜ, କୃଷ୍ଣଚୂଡ଼ା ଆଦି ବୃକ୍ଷ ରୋପଣ କାର୍ଯ୍ୟକ୍ରମ
Read More...

ଘୁନସର ବିଦ୍ୟାଳୟରେ ସ୍ୱାଧୀନତା ଦିବସ ଅବସରରେ ସମ୍ବର୍ଦ୍ଧନା ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଘୁନସର ପ୍ରଗତି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ସ୍ୱାଧୀନତା ଦିବସ ବେଶ ଉତ୍ସାହର ସହ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଐଶ୍ୱର୍ଯ୍ୟ ଶେଖର ଦେବତା ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ
Read More...

ଖପ୍ରାଖୋଲ ଥାନାରେ ଧୂମଧାମ୍‌ରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଆଜି ସାରା ଭାରତ ବର୍ଷ ୭୭ତମ ସ୍ୱାଧୀନତା ଦିବସ ପାଳନ କରୁଛି । ଏନେଇ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନାଠାରେ ବଡ଼ ଆଡମ୍ବର ଏବଂ ଉତ୍ସାହର ସହ ସ୍ୱାଧୀନତା ଦିବସ ପାଳିତ ହୋଇଛି । ୧୯୪୭ ମସିହା ଅଗଷ୍ଟ ୧୫ ତାରିଖ ଦିନ ଆମ ଦେଶ ଇଂରେଜମାନଙ୍କ କବଳରୁ ସ୍ୱାଧୀନତା
Read More...

ଏ/୧୮୯ ବାଟାଲିୟନ ସିଆରପିଏଫ୍‌ ତରଫରୁ ‘ହର ଘର ତ୍ରିରଙ୍ଗା’ ଶୋଭାଯାତ୍ରା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ୭୭ତମ ସ୍ୱାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ଦେଶରେ ‘ଆଜାଦୀ କା ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମ ଅଧୀନରେ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଆରମ୍ଭ ହୋଇଯାଇଛି । ଏହି ଅବସରରେ ଏ/୧୮୯ ବାଟାଲିୟନ ସିଆରପିଏଫ୍‌ ଆସିଷ୍ଟାଣ୍ଟ କମାଣ୍ଡେଣ୍ଟ ସତ୍ୟବୀର ସିଂଙ୍କ
Read More...

ଖପ୍ରାଖୋଲ ପୋଲିସ ଦ୍ୱାରା ତିନି ମୋବାଇଲ ଲୁଟେରା ଗିରଫ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ଥାନା ପବିତ୍ର ପୁଣ୍ୟ କ୍ଷେତ୍ର ହରିଶଙ୍କରଠାରେ ଶ୍ରଦ୍ଧାଳୁଙ୍କଠାରୁ ମୋବାଇଲ ଲୁଟ କରୁଥିବା ଗ୍ୟାଙ୍ଗକୁ ଖପ୍ରାଖୋଲ ପୋଲିସ ଗିରଫ କରିଥିବା ନେଇ ସୂଚନା ମିଳିଛି । ଗିରଫ ମୋବାଇଲ ଲୁଟେରାମାନେ ହେଲେ ପାଟଣାଗଡ ଥାନା ବାଞ୍ଜିଝାଲ ଗାଁର ଉତ୍ତମ ଓରଫ
Read More...

ବିଶେଷଜ୍ଞ ଡାକ୍ତର ପାଇଁ ଗ୍ରାମବାସୀ ଦେଲେ ଦାବୀପତ୍ର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ସଦର ଖପ୍ରାଖୋଲ ଡାକ୍ତରଖାନାରେ ବିଶେଷଜ୍ଞ ଅଭାବରୁ ରୋଗୀମାନେ ହଇରାଣ ହେଉଥିବାରୁ ଆଜି ଖପ୍ରାଖୋଲ ଗ୍ରାମବାସୀ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ଜରିଆରେ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି । ଖପ୍ରାଖୋଲ
Read More...

ଖପ୍ରାଖୋଲରେ ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଯୋଗଦାନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକର ନୂତନ ଶିକ୍ଷାଧିକାରୀ ଭାବେ ପ୍ରବୀଣ କୁମାର ପଣ୍ଡା ଆଜି କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏନେଇ ଖପ୍ରାଖୋଲ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କର୍ମଚାରୀମାନଙ୍କ ପକ୍ଷରୁ ବିଇଓ ଶ୍ରୀ ପଣ୍ଡାଙ୍କୁ ପୁଷ୍ପଗୁଚ୍ଛ
Read More...