ଲାଠୋରରେ ଜାତୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ସ୍ଥାନୀୟ ଲାଠୋର ସ୍ଥିତ ଶ୍ରୀ ଦୁର୍ଗେଶ୍ୱରୀ ଉଚ୍ଚ ବିଦ୍ୟାଳୟ ଠାରେ ସୋମବାର ଦିନ ଅପରାହ୍ନ ସମୟରେ ସ୍ୱେଚ୍ଛାସେବୀ ଅରୁଣ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଜାତୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଲାଠୋର ବନାଞ୍ଚଳ ଅଧିକାରୀ!-->…
Read More...
Read More...