କଫ ସିରପ ମାମଲାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ଗିରଫ : କୋର୍ଟ ଚାଲାଣ କଲା ଖପ୍ରାଖୋଲ ପୋଲିସ
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ଥାନା ପୋଲିସ ଚଢ଼ାଉ କରି ବେଆଇନ କଫ ସିରପ୍ ଚୋରା ଚାଲାଣ ମାମଲାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଥିବା ଜଣାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ତୁରେକେଲା ଥାନା ମଲିକଦରୋ ଗ୍ରାମର ତ୍ରିନାଥ ରଣା (୪୫)!-->…
Read More...
Read More...