Browsing Tag

khaprakhol news

ଛାତ୍ରଙ୍କୁ ମାଡ଼ ମାରିଥିବା ନେଇ ଶିକ୍ଷକଙ୍କ ବିରୁଦ୍ଧରେ ଥାନାରେ ଏତଲା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଞ୍ଚାୟତ ଜଲପାଙ୍କେଲ ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ସୁରେଶ କୁମାର ମେହେର ଜଣେ ଛାତ୍ରଙ୍କୁ ମାଡ଼ ମାରିଥିବା ନେଇ ସଂପୃକ୍ତ ଛାତ୍ରଙ୍କ ବାପା ଲବ ମେହେର ଥାନାରେ ଏତଲା
Read More...

ଅଗ୍ନିଶମ ବିଭାଗର ନିର୍ମାଣଧିନ କୋଠାରୁ ପଡ଼ି ରାଜମିସ୍ତ୍ରୀ ଗୁରୁତର :
ବିଭାଗୀୟ ଯନ୍ତ୍ରୀ ପାଖରେ ଖବର ନାହିଁ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ପରିସରରେ କର୍ମଚାରୀ ମାନଙ୍କ ପାଇଁ ପୋଲିସ ହାଉସିଂ ବୋର୍ଡ ତରଫରୁ ଚାରି ମହଲା ବିଶିଷ୍ଟ କୋଠା ନିର୍ମାଣ ଚାଲିଛି । ହେଲେ ବିଭାଗୀୟ ଯନ୍ତ୍ରୀଙ୍କ ଉପଯୁକ୍ତ ତଦାରଖ ଅଭାବରୁ ଶ୍ରମିକ ମାନେ ବିପଦ
Read More...

ବାଇକ ଧକ୍କାରେ ମହିଳା ମୃତ : ଅଭିଯୁକ୍ତ ଚାଳକ କୋର୍ଟ ଚାଲାଣ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ଖପ୍ରାଖୋଲରୁ ଲାଠୋର ରାସ୍ତାରେ ଥିବା ଘୁନଶର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁଯାୟୀ ନୂଆପଡା ଜିଲ୍ଲା କୋମନା ଥାନା ଅନ୍ତର୍ଗତ
Read More...

ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ରଛାତ୍ରୀଙ୍କ ସମ୍ମିଳନୀ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ ଫୁଲକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ଆଲୁମିନି, ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋପାଲ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମ୍ମିଳନୀରେ ମୁଖ୍ୟ
Read More...

ଗ୍ରାମ ଭିତରେ ପଶି ଜଣେ ବ୍ୟକ୍ତିକୁ ଆକ୍ରମଣ କଲା ଜଙ୍ଗଲୀ ବରାହ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଜଙ୍ଗଲରେ ଖାଦ୍ୟ ଅଭାବ ଯୋଗୁଁ ଜନବସତି ମୁହାଁ ହେଉଛନ୍ତି ବନ୍ୟଜନ୍ତୁ । ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ରେଞ୍ଜ ଅନ୍ତର୍ଗତ ଧଣ୍ଡାମୁଣ୍ଡା ଗ୍ରାମର ଭିତରକୁ ବନ୍ୟଜନ୍ତୁ ପ୍ରବେଶ କରି ଜଣେ ବ୍ୟକ୍ତିକୁ ଆକ୍ରମଣ କରିଥିବା ଜଣାପଡିଛି । ଆହତ
Read More...

ଖଇରକାଠ ସହ ଗୋଟିଏ ଅଲ୍ଟୋ କାର ଜବତ ଆସାମୀ ଫେରାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖଇରକାଠ ସହ ଗୋଟିଏ ଅଲ୍ଟୋ କାରକୁ ବନ ବିଭାଗ ଜବତ କରିଥିବ ବେଳେ ଆସାମୀ ଫେରାର ଥିବା ଖବର ମିଳିଛି । ହରିଶଙ୍କର ରେଞ୍ଜ ଅନ୍ତର୍ଗତ ଡୁଡ଼କିପଦର ଗ୍ରାମ ନିକଟରେ ଏଭଳି ଘଟଣା ଘଟିଥିବା ଖବର ମିଳିଛି । ସୂଚନା ଅନୁସାରେ ଖପ୍ରାଖୋଲ ବନପାଳ ସୁଧୀର କୁମାର ଜେନା,
Read More...

ଖପ୍ରାଖୋଲ ପୋଲିସର ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ପକ୍ଷରୁ ଥାନା ଅଧିକାରୀ ନରେନ୍ଦ୍ର ଛତ୍ରଙ୍କ ନେତୃତରେ ସଡକ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ଗୁରୁବାର ଧଣ୍ଡାମୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଛି । ସରକାରୀ ଜବାହାରଲାଲ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ,
Read More...

ପିସ୍ତଲ ଧରି ଢାବାରେ ଦାଦାଗିରି କରିବା ପଡିଲା ମହଙ୍ଗା : ବାନ୍ଧିଲା ଖପ୍ରାଖୋଲ ପୋଲିସ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପିସ୍ତଲ ଧରି ଢାବାରେ ଦାଦାଗିରି କରିବା ପଡିଲା ମହଙ୍ଗା । ବେଆଇନ ଭାବେ ଦେଶୀ ପିସ୍ତଲ ରଖି ଦାଦାଗିରି କରୁଥିବା ଜଣେ ଯୁବକଙ୍କୁ ଗିରଫ କରିଛି ଖପ୍ରାଖୋଲ ପୁଲିସ । ଯୁବକଙ୍କଠାରୁ ଗୋଟିଏ ଦେଶୀ ପିସ୍ତଲ ୨ ଗୋଟି ଜୀବନ୍ତ ଗୁଳି ଜବତ କରାଯାଇଛି । ଏହି ଘଟଣାରେ
Read More...

ଖପ୍ରାଖୋଲରେ ୟୁଥ୍ ବ୍ଲଡ ଡୋନର ଗୃପ ତରଫରୁ ରକ୍ତଦାନ ଶିବିର : ୨୦ ୟୁନିଟ ରକ୍ତ ସଂଗ୍ରହ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପବିତ୍ର ଗଣତନ୍ତ୍ର ଦିବସର ଶୁଭ ଅବସରରେ ୟୁଥ ବ୍ଲଡ଼ ଡୋନର ଗ୍ରୁପ, ବଲାଙ୍ଗିର ତରଫରୁ ଖପ୍ରାଖୋଲ ବ୍ଲକ ସ୍ଥିତ ସମ୍ମିଳନୀ କକ୍ଷରେଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରକୁ ୟୁଥ ବ୍ଲଡ଼ ଡୋନର ଗ୍ରୁପ ବଲାଙ୍ଗିରର ପ୍ରତିଷ୍ଠାତା
Read More...

ଖପ୍ରାଖୋଲରେ ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଆଜି ହେଉଛି ୭୬ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଖପ୍ରାଖୋଲ ବ୍ଲକର ବିଭିନ୍ନ ସ୍ଥାନରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଥିଲା । ଖପ୍ରାଖୋଲ ନୋଡାଲ ଉଚ୍ଚ ବିଦ୍ୟାଳୟ ସ୍ଥିତ ଖେଳପଡିଆ ଠାରେ ବ୍ଲକ ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ
Read More...