ହରିଶଙ୍କରଠାରେ ଉନ୍ନୟନ କାମର ତଦାରଖ କଲେ ସମ୍ବଲପୁର ଆର୍ଡିସି
ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକରେ ଥିବା ପଶ୍ଚିମ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ହରିଶଙ୍କରକୁ ଶନିବାର ସମ୍ବଲପୁର ଉତ୍ତରାଞ୍ଚଳ ଆର୍ଡିସି ସୁରେଶ ଚନ୍ଦ୍ର ଦଳେଇ ଗସ୍ତ କରିଥିଲେ । ଏହି ଅବସରରେ ହରିଶଙ୍କର ମନ୍ଦିରର ପାରିପାର୍ଶ୍ଵିକ ଉନ୍ନୟନ କାମର ତଦାରଖ!-->…
Read More...
Read More...