Browsing Tag

khaprakhol news

ଖପ୍ରାଖୋଲ ପୁଲିସ କବଜାରେ ପାଣିପମ୍ପ ଚୋର

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ଦାନାମାଲ ଗ୍ରାମର ବୈତାଳୁ ଭୁଏଙ୍କ ଚାଷ ଜମିରେ ଜଳସେଚନ ପାଇଁ ବ୍ୟବହାର ହେଉଥିବା ୩ ଏଚ୍‌ପିର ଗୋଟିଏ ପାଣିପମ୍ପ ଗତ ୯/୦୭ ତାରିଖରେ କେହି ଚୋରି କରି ନେଇଥିବା ଖପ୍ରାଖୋଲ ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗକୁ
Read More...

ପାଟଣାଗଡ ଉପଜିଲ୍ଲାପାଳଙ୍କ ହରିଶଙ୍କର ଗସ୍ତ

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ବ୍ଲକ ପବିତ୍ର ଧର୍ମ କ୍ଷେତ୍ର ତଥା ପର୍ଯ୍ୟଟନ କ୍ଷେତ୍ର ହରିଶଙ୍କରକୁ ପାଟଣାଗଡ ଉପଜିଲ୍ଲାପାଳ ଡ଼ା ବିଜୟା ନନ୍ଦ ସେଠୀ ବୁଧବାର ଗସ୍ତ କରିଥିଲେ । ଏହି ଅବସରରେ ଅନ୍ନ ଭୋଗର ମାନ ପରଖି ଥିଲେ । ସେହିପରି ଶ୍ରାବଣ ମାସରେରେ ସୋମବାର ସମେତ ପ୍ରତିଦିନ ହଜାର
Read More...

ବେଆଇନ ବାଲି ଚୋରା ଚାଲାଣ : ୪୫ ହଜାର ଟଙ୍କା ଜରିମାନା

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ବ୍ଲକ ବେନ୍ଦେର ପଞ୍ଚାୟତ ଅନ୍ତର୍ଗତ ଭାଲୁଚୁଆଁଠାରେ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଥିବା ବେଳେ ଖପ୍ରାଖୋଲ ତହସିଲଦାରଙ୍କ ତରଫରୁ ଚଢଉ କରାଯାଇ ତିନୋଟି ଟ୍ରାକ୍ଟର ଜବତ କରାଯାଇଛି । ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ବେଆଇନ ବାଲି ଚୋରା ଚାଲାଣକୁ ନେଇ
Read More...

ଓଡ଼ିଆପାଲି ଗାଁରେ ଜବରଦଖଲ ଗୋଚର ଜମି ଉଦ୍ଧାର ପାଇଁ ପ୍ରଶାସନର ସଚେତନତା ସଭା

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ବ୍ଲକ୍ ଓଡ଼ିଆପାଲି ଗାଁରେ ରାଜସ୍ଵ ବିଭାଗ ଓ ପ୍ରାଣୀ ସମ୍ପଦ ବିଭାଗର ମିଳିତ ଉଦ୍ୟମରେ ଜବରଦଖଲ ଗୋଚର ଜମି ଉଦ୍ଧାର ପାଇଁ ସଚେତନତା ସଭା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଭାରେ ଖପ୍ରାଖୋଲ ବ୍ଲକ୍ ପ୍ରାଣୀ ସମ୍ପଦ ଅଧିକାରୀ ଡ଼ା
Read More...

ଖପ୍ରାଖୋଲ ଥାନାରେ ପ୍ରତିଷ୍ଠା ହେଲା ନୂତନ କୋଠା

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନାର ନୂତନ କୋଠା ଶୁକ୍ରବାର ପ୍ରତିଷ୍ଠା ହୋଇଯାଇଛି । ପବିତ୍ର ବେଦ ମନ୍ତ୍ର ସହ ପୂଜା ପାଠ କରାଯାଇ ପ୍ରତିଷ୍ଠା କରାଯାଇଥିଲା । ପୂଜା କର୍ତ୍ତା ରୂପେ ଥାନା ଅଧିକାରୀ ରମାକାନ୍ତ ସାହୁ ପୂଜା କାର୍ଯ୍ୟ ସମ୍ପାଦନ କରିଥିଲେ । ଏହି
Read More...

ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର : ବିଦ୍ୟାଳୟକୁ ଘେରିଲେ ଅଭିଭାବକ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ଲାଠୋର ନୋଡାଲ ପ୍ରକଳ୍ପ ବିଦ୍ୟାଳୟରେ ଶିକ୍ଷକଙ୍କ ମାଡ଼ରେ ଛାତ୍ର ଗୁରୁତର ହେବା ଘଟଣାକୁ ନେଇ ଶୁକ୍ରବାର ଦିନ ଅଭିଭାବକମାନେ ବିଦ୍ୟାଳୟକୁ ଘେରି ଥିବା ଜଣାପଡ଼ିଛି । ସୂଚନା ଯୋଗ୍ୟ ଯେ ଗତ ମଙ୍ଗଳବାର ଦିନ ସପ୍ତମ
Read More...

କୃଷକ ସାଥୀମାନଙ୍କ ଖପ୍ରାଖୋଲ ବ୍ଲକ କୃଷି କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ କୃଷକ ସାଥୀ ସଂଘ ତରଫରୁ ସର୍ବନିମ୍ନ ମଜୁରୀ ସହ ସାମାଜିକ ସୁରକ୍ଷା ପ୍ରଦାନ ଦାବୀରେ ଶୁକ୍ରବାର ଧାରଣା ଦେଇଥିଲେ । ଓଡିଶା କୃଷକ ସାଥୀ ସଂଘର ଡ଼ାକରାରେ ୧୪ ଦଫା ଦାବୀ ନେଇ କୃଷକ
Read More...

ଶୌଚ କରିବାକୁ ଯାଇଥିବା ବେଳେ ପାଣିରେ ବୁଡି ଯୁବକ ମୃତ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ପଞ୍ଚାୟତ ଅନ୍ତର୍ଗତ କୁର୍ଲୁମାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗାଁ ପୋଖରୀରେ ଜଣେ ବ୍ୟକ୍ତି ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି । ସୂଚନା ଅନୁଯାୟୀ କୁର୍ଲୁମାଲ ଗ୍ରାମର ଅନ୍ତର୍ଯ୍ୟାମୀ ବରିହା(୨୫) ଗୁରୁବାର ସନ୍ଧ୍ୟା
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

ଖପ୍ରାଖୋଲ, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ କଂସାପଲା ଛକ ପାଖରେ ଏକ ମର୍ମଦୁନ୍ତ ସଡ଼କ ଦୁର୍ଘଟଣା ବୁଧବାର ସନ୍ଧ୍ୟା ସମୟରେ ଘଟିଯାଇଛି । ସୂଚନା ଅନୁଯାୟୀ କିନ୍ଦରିଟାଲ ନିବାସୀ ନିରଞ୍ଜନ ବେହେରାଙ୍କ ପୁତ୍ର ଚନ୍ଦନ ବେହେରା (୧୮) ଏବଂ ସେହି ଗ୍ରାମର ମୁକୁନ୍ଦ
Read More...

ଖପ୍ରାଖୋଲ ବ୍ଲକରେ ବିଦାୟ ଓ ସମ୍ୱର୍ଦ୍ଧନା ସମାରୋହ ଅନୁଷ୍ଠିତ

ଖପ୍ରାଖୋଲ, (ଗୋରେଖନାଥ ବରିହା) : ଖପ୍ରାଖୋଲ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଖପ୍ରାଖୋଲ ବ୍ଲକ ସି.ଆର୍‌.ସି.ସି ପରିବାର ତରଫରୁ ନୂତନ ସିଆର୍‌ସିସିମାନଙ୍କୁ ସ୍ୱାଗତ ଓ କାର୍ଯ୍ୟକାଳ ପୂରିଯାଇଥିବା ସିଆର୍‌ସିସି, ବିଆରସିସି ଏବଂ ସ୍ଥାନାନ୍ତର ହୋଇଥିବା ଏବିଓଙ୍କ ଉଦ୍ଦେଶ୍ୟରେ ବିଦାୟ
Read More...