ଯୁରିଆ ଧାନମଣ୍ଡିକୁ ଉପଖଣ୍ଡ ଯୋଗାଣ ଅଧିକାରୀଙ୍କ ଗସ୍ତ
ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ବ୍ଲକ ଲୁହାସିଂହା କୃଷି ସେବା ସମବାୟ ସମିତି ଯୁରିଆ ଧାନମଣ୍ଡିକୁ ପାଟଣାଗଡ ଉପଖଣ୍ଡ ଯୋଗାଣ ଅଧିକାରୀ ମାୟାଧର ସାହୁ ଗସ୍ତ କରିଥିବା ଜଣାପଡିଛି । ଏହି ଅବସରରେ ବିଭିନ୍ନ କାଗଜ ପତ୍ର ସହ ଧାନ ବିକ୍ରି ସମ୍ପର୍କରେ ଚାଷୀଙ୍କୁ ପଚାରି ବୁଝିଥିଲେ । ଗସ୍ତ!-->…
Read More...
Read More...