ଖପ୍ରାଖୋଲ ଗୋଷ୍ଠୀ ଶିକ୍ଷାକେନ୍ଦ୍ରରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ସହାୟକ ଉପକରଣ ବଣ୍ଟନ ଶିବିର
ଖପ୍ରାଖୋଲ, (କ୍ରିଷ୍ଣା ସେଠୀ) : ସ୍ବାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଅନୁସନ୍ଧାନ କେନ୍ଦ୍ର, ଓଲଟପୁର, କଟକ ତଥା ସମଗ୍ର ଶିକ୍ଷା ଅଭିଯାନ ବଲାଙ୍ଗିରର ମିଳିତ ସହଯୋଗରେ ଖପ୍ରାଖୋଲ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ୟ୍ୟାଳୟ ପରିସର ମଧ୍ୟରେ ବ୍ଳକର ବିଭିନ୍ନ ବିଦ୍ୟାଳୟରେ!-->…
Read More...
Read More...