ତେଲେଙ୍ଗାନାରେ ବନ୍ଧା ପଡିଛନ୍ତି ପାଟଣାଗଡ଼, ଖପ୍ରାଖୋଲ, ବେଲପଡା ଅଞ୍ଚଳର ୩୫ ଦାଦନ ଶ୍ରମିକ
ଖପ୍ରାଖୋଲ, (କ୍ରିଷ୍ଣା ସେଠୀ) : ବଲାଙ୍ଗିର ଜିଲ୍ଲା ଏକ ଦାଦନ ପ୍ରବଣ ଅଞ୍ଚଳ ଭାବେ ବେଶ୍ କୁଖ୍ୟାତି ଅର୍ଜନ କରିଛି ସାରା ଭାରତରେ । ଏଠାକାର ଅସହାୟ, ଗରିବ ଶ୍ରେଣୀର ଲୋକମାନେ ସର୍ଦ୍ଦାର୍, ଦଲାଲ ମାନଙ୍କ ମିଠା କଥା ଏବଂ ପଇସା ଲୋଭରେ ନିଜ ଭିଟାମାଟି ଛାଡ଼ି ଅନ୍ୟ ରାଜ୍ୟକୁ ଦି' ପଇସା ଅଧିକ!-->…
Read More...
Read More...