Browsing Tag

khaprakhol news

ଶୋଇଥିବା ବେଳେ ମହିଳାଙ୍କୁ କାମୁଡ଼ିଲା ସାପ : ଚାଲିଗଲା ଜୀବନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଜିଲ୍ଲାରେ ସାପ କାମୁଡା ଜନିତ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଏଥିପାଇଁ ସରକାର ସଚେତନ କରିବା ସହ ବିଭିନ୍ନ ପଦକ୍ଷେପ ନେଲେ ସୁଦ୍ଧା ଏହି ଘଟଣାରେ ବ୍ରେକ୍ ଲାଗୁ ନାହିଁ । ବିଶେଷ କରି ଚଳିତ ବର୍ଷା ମାସରେ ଏହି ସଂଖ୍ୟା ଅହେତୁକ ବୃଦ୍ଧି ପାଇଛି ।
Read More...

ଲଗାଣ ବର୍ଷାରେ ଭାଙ୍ଗିଲା ଘର : ଅଳ୍ପକେ ବର୍ତ୍ତିଲେ ଗୋଟିଏ ପରିବାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ କୁଲିହାମୁଣ୍ଡା ଗାଁର ଶେଷ ପୁଞ୍ଜିଙ୍କ ଖପର ଘର ଲଗାଣ ବର୍ଷାରେ ଭୁଶୁଡି ପଡିଛି । ଫଳରେ ପରିବାର ଲୋକେ ଅସହାୟ ଅବସ୍ଥାରେ ଜୀବନ ଯାପନ କରୁଛନ୍ତି । ସୂଚନା ଅନୁଯାୟୀ ଶୁକ୍ରବାର ରାତି ୨ଟା
Read More...

ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ନେଇ ଖପ୍ରାଖୋଲ ଓୟୁଜେ ସଂଘ ଶାଖା ତରଫରୁ ଥାନାରେ ଲିଖିତ ଅଭିଯୋଗ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଭୁବନେଶ୍ୱର ଠାରେ ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର ନେଇ ଖପ୍ରାଖୋଲ ଓୟୁଜେ ସଙ୍ଘ ଶାଖା ତରଫରୁ ଖପ୍ରାଖୋଲ ଥାନାରେ ଗୁରୁବାର ଲିଖିତ ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ ଚଳିତ ମାସ ୨୫ ତାରିଖ ଦିନ ଭୁବନେଶ୍ୱର ଠାରେ ଅର୍ଗସ ପ୍ରତିନିଧି ଚିନ୍ମୟୀ ସାହୁ ଏବଂ ଫଟୋ
Read More...

ଦୁଇ ଜୀବନ ନେଲା ବଜ୍ରଘାତ : ଜଣେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ମହରାପଦର ପଞ୍ଚାୟତ ଅନ୍ତର୍ଗତ ଚାଉଳବାଞ୍ଜି ଗ୍ରାମର ଦୁଇ ମାଁପୁଅଙ୍କ ଜୀବନ ନେଇଛି ବଜ୍ରପାତ ଏବଂ ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁଯାୟୀ ବୁଧବାର ଅପରାହ୍ନ ସମୟରେ
Read More...

ଖପ୍ରାଖୋଲ ଲକ୍ଷେଘର ଗଣ୍ଡା ସମାଜ ନୂତନ କମିଟିକୁ ଉପଖଣ୍ଡ ସ୍ତରୀୟ କମିଟିର ସ୍ୱୀକୃତି

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ହରିଶଙ୍କର ମନ୍ଦିର ସ୍ଥିତ ମଣ୍ଡପ ଠାରେ ଏକ ସାମାଜିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉପଖଣ୍ଡ ସ୍ତରୀୟ ଲକ୍ଷେଘର ଗଣ୍ଡା ସମାଜର ସଭାପତି ଡିକ୍ସନ ନନ୍ଦଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଉପସଭାପତି ଭକ୍ତରାମ ବାଗ,
Read More...

ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ଠାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଚଳିତ ବର୍ଷ ସମଗ୍ର ବିଶ୍ୱରେ ଦଶମ ଯୋଗ ଦିବସ ପାଳନ ହେଉଛି । ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ଯୋଗ ମାଧ୍ୟମରେ ଲୋକଙ୍କୁ ଏକ ସୁସ୍ଥ ଏବଂ ଅସ୍ୱାସ୍ଥ୍ୟକର ଜୀବନ ବିଷୟରେ ଅବଗତ କରାଇବା । ପୂର୍ବକାଳରୁ ଋଷି ଓ ସାଧୁମାନେ ଯୁଗ ଯୁଗ ଧରି ଯୋଗର
Read More...

ରାଜନୀତିରୁ ଅବସର ନେଲେ ଭି କାର୍ତ୍ତିକେୟନ ପାଣ୍ଡିଆନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ରାଜନୀତି ଛାଡିଲେ ପାଣ୍ଡିଆନ । ସକ୍ରିୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି ଭି. କେ ପାଣ୍ଡିଆନ । ଏକ ଭିଡିଓ ବାର୍ତ୍ତା ଜରିଆରେ ସକ୍ରିୟ ରାଜନୀତିରୁ ଅବସର ଘୋଷଣା କରିବା ସହ ବିଜେଡିର ପରାଜୟ ପାଇଁ କ୍ଷମା ମାଗିଛନ୍ତି । ଏହା ସହ ସେ ଦଳୀୟକର୍ମୀଙ୍କ ନିକଟରେ
Read More...

ବିଦ୍ୟୁତ୍‌ ସଂଯୋଗ ବିଛିନ୍ନ : +୨ ନାମଲେଖା ଆବେଦନ ବାଧାପ୍ରାପ୍ତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ସ୍ଥିତ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ତିନିଦିନ ହେବ ବିଦ୍ୟୁତ୍‌ ଯୋଗାଣ ବନ୍ଦ ହୋଇଥିବା ଜାଣିବାକୁ ମିଳିଛି । ବିଦ୍ୟୁତ୍‌ ଯୋଗାଣ ବନ୍ଦ ଯୋଗୁଁ ବିଦ୍ୟାଳୟର ସମସ୍ତ କାର୍ଯ୍ୟ ଠପ୍‌ ହୋଇପଡିଛି । ଫଳରେ ବିଦ୍ୟାଳୟ କର୍ମଚାରୀ, ଛାତ୍ରଛାତ୍ରୀ
Read More...

ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ : ସହାୟତା ଅପେକ୍ଷାରେ ଲମ୍ବୋଦର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଜୀବନରେ ଦୁଃଖ କେତେବେଳେ ଆସେ କାହାକୁ ବି ଜଣାନଥାଏ । ଆଉ ଚିକିତ୍ସାରେ ଯେବେ ଅର୍ଥ ବାଧକ ସାଜେ ସେତେବେଳେ ଦୁଃଖ ଆହୁରି ବଢିଯାଏ । ଆଜକୁ ବର୍ଷେ ହେବ ଲିଭର ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି ଲମ୍ବୋଦର । ଆଗକୁ ଚିକିତ୍ସା ହେବା ପାଇଁ ଆଉ
Read More...

ବିବାହର ପାଞ୍ଚ ମାସ ପରେ ନବବଧୂ ବେକରେ ଫାଶୀ ଲଗେଇ ଆତ୍ମହତ୍ୟା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ନିଜର ମାନସିକ ଭାରସାମ୍ୟ ହରାଇ ବାପଘରେ ଥିବା ସମୟରେ ଜଣେ ନବବଧୂ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ଏପରି ଆଭାବନୀୟ ଘଟଣା ଘଟିଛି ଖପ୍ରାଖୋଲ ଥାନା ପଡ଼ିଆବାହାଲ ପଞ୍ଚାୟତ ଭରୁଆମୁଣ୍ଡା ଗ୍ରାମରେ ସେହି ଗ୍ରାମର ମୁରଲୀ ଭୁଏଙ୍କ କନ୍ୟା
Read More...