ବାତ୍ୟା ମୁକାବିଲା ପାଇଁ ପ୍ରଶାସନର ପ୍ରସ୍ତୁତି : ଜିରୋ କାଜୁଆଲଟି ଉପରେ ଫୋକସ୍
ଖୋର୍ଦ୍ଧା : ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସ ଜରିଆରେ ଏକ ପ୍ରସ୍ତୁତି ବୈଠକ ହୋଇଥିବା ବେଳେ ଜିରୋ କାଜୁଆଲଟି ଉପରେ ଗୁରୁତ୍ୱ ଦିଆଯାଇଛି । ଆସନ୍ତା ୨୯ ତାରିଖ!-->…
Read More...
Read More...