ବ୍ରାଉନସୁଗାର ବେପାରୀଙ୍କ କାରରୁ ନଗଦ ୨୨ ଲକ୍ଷ ଟଙ୍କା ଜବତ : ଅଭିଯୁକ୍ତ ଫେରାର
ଖୋର୍ଦ୍ଧା : ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଶିଆଳିଆ ରାସ୍ତାରୁ ପୋଲିସ ଜଣେ ବ୍ରାଉନସୁଗାର ବେପାରୀଙ୍କ କାରରୁ ନଗଦ ୨୨ଲକ୍ଷ ଟଙ୍କା ଜବତ କରିଥିବା ଜଣାପଡିଛି । ଜବତ କାର (ନଂ ଓଡି୦୨ସିବି-୪୨୪୨)ର ମୂଲ୍ୟ ପ୍ରାୟ ୧୮ଲକ୍ଷ ଟଙ୍କା ହେବ । ତେବେ ପୋଲିସକୁ ଚକମା ଦେଖାଇ ବ୍ରାଉନସୁଗାର ବେପାରୀ!-->…
Read More...
Read More...