ଶୌଚ ପାଇଁ ଯିବା ବେଳେ ଆକ୍ରମଣ କଲା ଭାଲୁ
କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକରେ ଭାଲୁ ଆତଙ୍କ । ଶୌଚ ପାଇଁ ଯିବା ବେଳେ ଆକ୍ରମଣ କଲା ଭାଲୁ । ଆମପାଣି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ବରାଡଙ୍ଗା ପଞ୍ଚାୟତ ତେତେଲପଡା ଗାଁର ବୃଦ୍ଧ ନନ୍ଦ ରାଉତ(୫୫ବର୍ଷ) ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା!-->…
Read More...
Read More...