ହୁଗୁଳି ନଦୀରେ ବୁଡ଼ିଲା ବାଂଲାଦେଶ ମାଲବାହୀ ଜାହାଜ
କୋଲକାତା : ଫ୍ଲାଏ ଆଶ୍ ନେଇ ସ୍ୱଦେଶ ଫେରୁଥିବା ବାଂଲାଦେଶର ମାଲ ପରିବହନକାରୀ ଜାହାଜ ଅନ୍ୟ ଏକ ଜାହାଜ ସହିତ ମୁହାଁମୁହିଁ ହେବା ପରେ ହୁଗୁଳି ନଦୀରେ ବୁଡ଼ି ଯାଇଛି । ଶନିବାର ଆଭ୍ୟନ୍ତରୀଣ ଜଳପଥ ପ୍ରାଧିକରଣର ଜଣେ ଅଧିକାରୀ ଏହି ସୂଚନା ପ୍ରଦାନ କରିଛନ୍ତି । କୋଲକାତା ଠାରୁ ପ୍ରାୟ ୬୦!-->…
Read More...
Read More...