Browsing Tag

konarka news

ମାଘ ବୁଡ ପାଇଁ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ସମାଗମ

କୋଣାର୍କ : ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ପବିତ୍ର ମାଘ ବୁଡ ପକାଇବା ପାଇଁ ଶୁକ୍ରବାର ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ବାଉଁଶ କଣିରେ କୁଡ଼ିଆ ତିଆରି କରି ମେଳାପଡିଆରେ ବିଶ୍ରାମ ନେଇ ଶୁଭ ମୁହୂର୍ତ୍ତକୁ ଅପେକ୍ଷା କରିଛନ୍ତି ଶ୍ରଦ୍ଧାଳୁମାନେ ।
Read More...

ଚନ୍ଦ୍ରଭାଗା ତୀର୍ଥରେ ମାଘ ସପ୍ତମୀ ପାଇଁ ଅନୁଧ୍ୟାନ କଲେ ଜିଲ୍ଲାପାଳ

କୋଣାର୍କ : ମାଘ ସପ୍ତମୀରେ ଚନ୍ଦ୍ରଭାଗା ତୀର୍ଥରେ ତିନି ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇବା ଅନୁମାନ କରାଯାଉଛି । ଆଉ ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଉଛି । ଏନେଇ ମଙ୍ଗଳବାର ଅପରାହ୍ନରେ ଜିଲ୍ଲାପାଳ ସମର୍ଥ ବର୍ମା ଚନ୍ଦ୍ରଭାଗାରେ ବିଭିନ୍ନ ବିଭାଗ ପକ୍ଷରୁ
Read More...

ମାଘ ସପ୍ତମୀ ପାଇଁ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଏସ୍‌ପି

କୋଣାର୍କ : ଆସନ୍ତା ଶନିବାର ଚନ୍ଦ୍ରଭାଗା ତୀର୍ଥରେ ପବିତ୍ର ମାଘ ସପ୍ତମୀ ବୁଡ଼ । ଏନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ପୂର୍ବ ରାତିରୁ ଚନ୍ଦ୍ରଭାଗା ମେଳା ପଡିଆକୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିବ । ଏଥର ତିନି ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇବା ଅନୁମାନ କରାଯାଉଛି । ଏହାକୁ
Read More...

ନୋବେଲ ବିଜେତା ହାରଲଡ ଭରମସଙ୍କ ବ୍ୟାଖ୍ୟାନ କେନ୍ଦ୍ର ପରିଦର୍ଶନ

କୋଣାର୍କ : ଶନିବାର ନୋବେଲ ପୁରସ୍କାର ବିଜୟୀ(ମେଡିସିନ) ଆମେରିକାର ହାରଲଡ ଭରମସ ଆଓଏଫ ବ୍ୟାଖ୍ୟାନ କେନ୍ଦ୍ର ଓ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସିଥିଲେ । ପ୍ରଥମେ ବ୍ୟାଖ୍ୟାନ କେନ୍ଦ୍ର ପରିସରରେ ସ୍ବାଗତ କରାଯାଇଥିଲା । ଗାଇଡ ବିଶେଶ୍ୱର ଦାଶ ବ୍ୟାଖ୍ୟାନ କେନ୍ଦ୍ର, ସୂର୍ଯ୍ୟମନ୍ଦିର ସୂକ୍ଷ୍ମ
Read More...

ମାଘ ସପ୍ତମୀ ନୀତି ସମ୍ପାଦନ ବୈଠକ

କୋଣାର୍କ : ଜାନୁୟାରୀ ୨୭ ଓ ୨୮ ତାରିଖରେ ଚନ୍ଦ୍ରଭାଗା ତୀର୍ଥରେ ମାଘ ସପ୍ତମୀ ବୁଡ଼ । ଏଥି ନିମନ୍ତେ ଶୁକ୍ରବାର ଅପରାହ୍ନରେ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ନୀତି ସମ୍ପାଦନ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉପଜିଲ୍ଲାପାଳ ଭବତାରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରରେ
Read More...

ଅସ୍ତରଙ୍ଗ ଓ କୋଣାର୍କ ରେଞ୍ଜରେ ପକ୍ଷୀଗଣନା ଆରମ୍ଭ

କୋଣାର୍କ : ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ସମଗ୍ର ଅସ୍ତରଙ୍ଗରେ ଦେଶୀ ଓ ବିଦେଶୀ ପକ୍ଷୀଙ୍କ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି । ଅସ୍ତରଙ୍ଗ ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ଥିବା ପାଞ୍ଚଟି ଜାଗାରେ ପକ୍ଷୀ ଗଣତି ହୋଇଥିବା ବେଳେ କୋଣାର୍କ ରେଞ୍ଜର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ଗଣନା । ଅସ୍ତରଙ୍ଗ
Read More...

ବ୍ରାଉନସୁଗର ଜବତ : ୧ ଗିରଫ

କୋଣାର୍କ : ପର୍ଯ୍ୟଟନସ୍ଥଳୀ କୋଣାର୍କ ଓ ଏହାର ଆଖପାଖ ଅଞ୍ଚଳରେ ବ୍ରାଉନସୁଗର, ଚୋରା ବିଦେଶୀ ମଦ କାରବାର ବଢୁଥିବା ଅଭିଯୋଗ ହେଉଛି । ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ କୋଣାର୍କ ଅବକାରୀ ଥାନା ଉପନିରୀକ୍ଷକ ରଙ୍କନିଧି ମଲ୍ଲିକଙ୍କ ନେତୃତ୍ୱରେ ଏକ
Read More...

ସୂର୍ଯ୍ୟ ମନ୍ଦିର ପରିଦର୍ଶନ କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଭାରତୀ ପ୍ରବୀଣ ପାୱାର

କୋଣାର୍କ : କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଭାରତୀ ପ୍ରବୀଣ ପାୱାର ଗତକାଲି କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି । ସେଠାରେ ପହଞ୍ଚିବା ପରେ ପ୍ରଥମେ ସୂର୍ଯ୍ୟ ମନ୍ଦିର ଭିତରକୁ ଯାଇ ସୂର୍ଯ୍ୟ ମନ୍ଦିରର ବିଭିନ୍ନ ସୂକ୍ଷ୍ମ କାରୁକାର୍ଯ୍ୟ ଗୁଡିକ ଦେଖି ବିମୋହିତ
Read More...

ପବିତ୍ର ଶାମ୍ବ ଦଶମୀ ଅବସରରେ ଚନ୍ଦ୍ରଭାଗା ଅଭିମୁଖେ ସୂର୍ଯ୍ୟ ରଥ

କୋଣାର୍କ : ରବିବାର ପବିତ୍ର ଶାମ୍ବ ଦଶମୀ ଅବସରରେ କୋଣାର୍କ ଅବଧୂତ ମଠ ପରିସର ଉତ୍ସବ ମୁଖର ହୋଇ ଉଠିଥିଲା ସୂର୍ଯ୍ୟଙ୍କ ଉପାସନା କ୍ଷେତ୍ର ଅର୍କକ୍ଷେତ୍ର କୋଣାର୍କ । ଏହି ତିଥିରେ ରଥରେ ମିତ୍ରାଦିତ୍ୟଙ୍କୁ ଦର୍ଶନ କଲେ ରୋଗ, ଶୋକରୁ ମୁକ୍ତି ମିଳିଥାଏ । ଶାମ୍ବ ଦଶମୀରେ ସୂର୍ଯ୍ୟ ନାରାୟଣ ଅନନ୍ତ
Read More...

ଆଜି ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼

କୋଣାର୍କ : ନୂଆବର୍ଷ ଓ ପବିତ୍ର ଶାମ୍ବଦଶମୀ ଅବସରରେ ଆଜି କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି । ଏଏସଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି । ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ଶୁଳ୍କ ଛାଡ଼ ହୋଇଥିବା ସଂରକ୍ଷଣ ଅଧିକାରୀ ନିରଜ ସିଂ ପ୍ରକାଶ କରିଛନ୍ତି ।
Read More...
error: Content is protected !!