ମାଘ ସପ୍ତମୀ ପାଇଁ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଏସ୍ପି
କୋଣାର୍କ : ଆସନ୍ତା ଶନିବାର ଚନ୍ଦ୍ରଭାଗା ତୀର୍ଥରେ ପବିତ୍ର ମାଘ ସପ୍ତମୀ ବୁଡ଼ । ଏନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ପୂର୍ବ ରାତିରୁ ଚନ୍ଦ୍ରଭାଗା ମେଳା ପଡିଆକୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିବ । ଏଥର ତିନି ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇବା ଅନୁମାନ କରାଯାଉଛି । ଏହାକୁ!-->…
Read More...
Read More...