କୋରାପୁଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା : ୧ ମୃତ, ୨ ଆହତ
କୋରାପୁଟ : କୋରାପୁଟରେ ଘଟିଛି ଏକ ଅଭାବନୀୟ ଘଟଣା । ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଥିବା ଜଣା ପଡିଛି । ଏପର୍ଯ୍ୟନ୍ତ ଆହତଙ୍କ ପରିଚୟ ମିଳିନାହିଁ । ଦୁର୍ଘଟଣାଟି କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ଚିକାମ୍ବ ପଂଚାୟତର ଗଦଳା ଗାଁ!-->…
Read More...
Read More...