ଜଙ୍ଗଲ ରାସ୍ତାକଡ଼ରୁ ମିଳିଲା ମହିଳାଙ୍କ ମୃତଦେହ
କୁଚିଣ୍ଡା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଅନ୍ତର୍ଗତ ଡିମିରିମୁଣ୍ଡା ଛକରୁ ଡିମୁରିମୁଣ୍ଡା ଗାଁକୁ ଯିବା ନିଛାଟିଆ ଜଙ୍ଗଲ ରାସ୍ତା କଡ଼ରୁ ପୋଲିସ ରବିବାର ସକାଳୁ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି । ମୃତ ମହିଳା ଜଣକ ହେଲେ ଡିମିରିମୁଣ୍ଡା ଗ୍ରାମର ବନିତା ମହାକୁଳ । ମହିଳା ଜଣକ ପରିବା!-->…
Read More...
Read More...