ବାଦିବାହାଲ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ : ଯୋଗ ଦେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଦିବାହାଲ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗ ଦେଇ ସ୍କୁଲରେ!-->…
Read More...
Read More...