ଶାରଳା ଶକ୍ତିପୀଠରେ ଶୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଢୋଲମହୁଲ ସ୍ଥିତ ମା' ଶାରଳା ଶକ୍ତିପୀଠରେ ଶୋଡ଼ଷ ଦିନାତ୍ମକ ଶାରଦୀୟ ଦୁର୍ଗାପୂଜା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ସେପ୍ଟେମ୍ବର ୨୪ରୁ ଅକ୍ଟୋବର ୧୨ ତାରିଖ ପର୍ଯ୍ୟନ୍ତ ମା'ଙ୍କ ବିଭିନ୍ନ ବେଶ କରାଯିବା ସହିତ ପ୍ରତ୍ୟହ!-->…
Read More...
Read More...