Browsing Tag

loisingha news

ସଙ୍କୁଳ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦ୍‌ଯାପିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଠାରେ ଗତ ବୁଧବାର ଠାରୁ ଆରମ୍ଭ ହୋଇଥିବା ସାମୁହିକ ସଙ୍କୁଳ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦ୍‌ଯାପିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ତଥା ସଙ୍କୁଳ ସଂଯୋଜକ ଶିବ ବାରିକ ଅତିଥି ପରିଚୟ ତଥା ଉଦ୍ଦେଶ୍ୟ କଥନ କରିଥିଲେ ।…
Read More...

ଲୋଇସିଂହା ଓକିଲ ସଂଘ ପକ୍ଷରୁ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କୁ ସମ୍ୱର୍ଦ୍ଧନା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଓକିଲ ସଂଘ ପକ୍ଷରୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କୁ ସ୍ଥାନୀୟ ସମ୍ମିଳନୀ କକ୍ଷରେ ଭବ୍ୟ ସମ୍ୱର୍ଦ୍ଧନା ଦିଆଯାଇଛି । ସଂଘର ସଭାପତି ରମାକାନ୍ତ ନାଏକଙ୍କ ଅଧ୍ୟକ୍ଷତାରେ ଆୟୋଜିତ…
Read More...

ସଙ୍କୁଳ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦ୍‌ଘାଟିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଠାରେ ସଙ୍କୁଳ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ସମାରୋହରେ ପ୍ରଧାନ ଆଚାର୍ଯ୍ୟ ତଥା ସଙ୍କୁଳ ସଂଯୋଜକ ଶିବ ବାରିକ ଅତିଥି ପରିଚୟ ତଥା ଉଦ୍ଦେଶ୍ୟ କଥନ କରିଥିଲେ । ମୁଖ୍ୟବକ୍ତା…
Read More...

କୁଶଙ୍ଗ ପିଏନ୍ଏଚ୍‌ଏସ୍‌, ମୋ ସ୍କୁଲ ଅଭିଯାନର ସଫଳତା, ୭୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୪ ଶ୍ରେଣୀ କୋଠରୀର ଉଦ୍‌ଘାଟନ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଅସହାୟ ଭତ୍ତା ଗ୍ରହୀତା ଠାରୁ ଆରମ୍ଭ କରି ଲକ୍ଷାଧିକ ଟଙ୍କା ବେତନଧାରୀ ଡାକ୍ତର / ଇଞ୍ଜିନିୟର, ସାଧାରଣ ଚାଷୀ ମୂଲିଆ ଠାରୁ ବ୍ୟବସାୟୀ ପରି ସମସ୍ତ ପୁରାତନ ଛାତ୍ରଛାତ୍ରୀଙ୍କ ଆର୍ଥିକ ସହାୟତା ରାଶି ସହ ସଂଗୃହିତ ସରକାରୀ ଅନୁଦାନ ମୋ ସ୍କୁଲ ଅଭିଯାନ ପାଣ୍ଠିର…
Read More...

ନିରନ୍ତର ଜଳ ଯୋଗାଣ ଦାବୀରେ ଫାସଡ ଠାରେ ଜାତୀୟ ରାଜପଥ ଅବରୋଧ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ସଦର ବ୍ଲକ ତଥା ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ଗ୍ରାମକୁ ଗତ ସପ୍ତାହେରୁ ଅଧିକ ସମୟ ହେଲା ପାନୀୟ ଜଳ ଯୋଗାଣ ବନ୍ଦ ରହିଛି । ପ୍ରାୟ ଅଢେ଼ଇ ହଜାରରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ଫାସଡ଼ ଗ୍ରାମକୁ ସ୍ଥାନୀୟ ସୁକତେଲ ନଦୀରୁ ପାଇପ ଯୋଗେ ପିଇବା ପାଣି…
Read More...

ଲୋଇସିଂହା କଲେଜରେ ରକ୍ତ ଶିକୁଳି ରକ୍ତହୀନତା ନିରାକରଣ ସଚେତନତା କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା କଲେଜରେ ରକ୍ତ ଶିକୁଳି ରକ୍ତହୀନତା ନିରାକରଣ ସମ୍ବନ୍ଧୀୟ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ…
Read More...

୧୭ ନମ୍ବର ରାଉଣ୍ଡରେ ଲୋଇସିଂହା ବିଜେପି ବିଧାୟକ ପ୍ରାର୍ଥୀ ମୁକେଶ ମହାଲିଙ୍ଗ ଆଗରେ

ଲୋଇସିଂହା, (କେପିଏନ୍‌ଏସ୍‌) : ୧୭ ନମ୍ବର ରାଉଣ୍ଡରେ ଲୋଇସିଂହା ବିଜେପି ବିଧାୟକ ପ୍ରାର୍ଥୀ ମୁକେଶ ମହାଲିଙ୍ଗ ବିଜେଡ଼ି ପ୍ରାର୍ଥୀ ନିହାର ବେହେରାଙ୍କୁ ପଛରେ ପକାଇ ଆଗକୁ ଛୁଟିଛନ୍ତି । ୧୭ ନମ୍ବର ରାଉଣ୍ଡ ସୁଦ୍ଧା ବିଜେଡ଼ି ପ୍ରାର୍ଥୀ ନିହାର ୩୪୯୨୪ ଖଂଡ଼ ଭୋଟ ପାଇଥିବା ବେଳେ ବିଜେପି…
Read More...

ତୃତୀୟ ରାଉଣ୍ଡରେ ବିଜେପି ପ୍ରାର୍ଥୀ ଡ. ମୁକେଶ ମହାଲିଙ୍ଗ ଆଗୁଆ

ଲୋଇସିଂହା, (କେପିଏନ୍‌ଏସ୍‌) : ତୃତୀୟ ରାଉଣ୍ଡ ସୁଦ୍ଧା ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ୪ ହଜାରରୁ ଅଧିକ ଭୋଟରେ ଆଗୁଆ ରହିଛନ୍ତି ବିଜେପି ପ୍ରାର୍ଥୀ ଡ. ମୁକେଶ ମହାଲିଙ୍ଗ । ଡ. ମହାଲିଙ୍ଗ ୬୩୨୪ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡ଼ି ପ୍ରାର୍ଥୀ ନିହାର ରଂଜନ ବେହେରା ୨୧୩୯ ଖଣ୍ଡ ଭୋଟ…
Read More...

ମାଟ୍ରିକ୍‌ ପରୀକ୍ଷାରେ ଲୋଇସିଂହା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ସଫଳତା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଚଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଲୋଇସିଂହା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଥିବା ଜଣାପଡିଛି । ସୁଶ୍ରୀ ପ୍ରତୀକ୍ଷାରାଣୀ ପଧାନ, ତୁଲସା କିଶାନ ଓ ସିମରନ୍ ସାହୁ ଏ-୧ରେ ଉତ୍ତୀର୍ଣ୍ଣ ହୋଇଥିବା ବେଳେ…
Read More...

ଶ୍ରୀମନ୍ଦିର ହେଉଛି ଓଡ଼ିଆଙ୍କ ସ୍ୱାଭିମାନର ପ୍ରତୀକ : ହିମନ୍ତ ବିଶ୍ୱଶର୍ମା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ପ୍ରଭୁ ଜଗନ୍ନାଥ ତଥା ଶ୍ରୀମନ୍ଦିର ହେଉଛି ସମଗ୍ର ଓଡ଼ିଆ ଜାତିଙ୍କ ସ୍ୱାଭିମାନର ପ୍ରତୀକ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜାଇଥିବା ଲୋକଙ୍କୁ ଏ ଜାତି କେବେ କ୍ଷମା କରିବ ନାହିଁ । ଏଥିପାଇଁ ଚଳିତ ନିର୍ବାଚନରେ ନବୀନ ସରକାରଙ୍କୁ ହଟାଇ ଓଡ଼ିଶାରେ ତଥା…
Read More...