Browsing Tag

loisingha news

ଏନ୍ଏସି ତାଲିକାରୁ ବାଦ୍ ପଡ଼ିଲା ଲୋଇସିଂହା, ଆନ୍ଦୋଳନ ପାଇଁ ସଜବାଜ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ରାଜ୍ୟ ସରକାର ଶନିବାର ଆଉ ୩୪ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ତାଲିକା ଘୋଷଣା କରିଛନ୍ତି । ତେବେ ଏହି ତାଲିକାରୁ ଲୋଇସିଂହା ବାଦ୍ ପଡ଼ିଥିବାରୁ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ବଲାଙ୍ଗିର ଜିଲ୍ଲାର ୫ଟି ବିଧାନସଭା…
Read More...

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଦିବାହାଲ ପଞ୍ଚାୟତର ଭାଲୁପାଲି ଏବଂ କଦଳୀପାଲି ଗାଁ ଓ କନ୍ଦାଜୁରୀ ଗାଁରେ ବିଜୁ ଜନତା ଦଳର ରାଜ୍ୟ ପରିଷଦ ସଭ୍ୟ ତଥା ଲୋଇସିଂହା ନିର୍ବାଚନ…
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାଠାରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ଶିବପ୍ରସାଦ ବାରିକ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ମାତୃଭାଷା ଦିବସ ସମ୍ପର୍କରେ ଗୁରୁମା ସଙ୍ଗୀତା ସାହୁ,…
Read More...

ଗାଈଖାଇ ପାର୍କ ଉଦ୍‌ଘାଟିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଗାଈଖାଇ ଇକୋ ଟୁରିଜମ ପ୍ରକଳ୍ପଠାରେ ଗାଈଖାଇ ପାର୍କ ଉଦ୍‌ଘାଟିତ ହୋଇଯାଇଛି । ବଲାଙ୍ଗିର ଡିଏଫ୍ଓ ନୀତିଶ କୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହି ପାର୍କର ଶୁଭ ଉଦ୍‌ଘାଟନ କରିଥିଲେ । ଗତ ଦୁଇମାସ ତଳେ ଏହି ଇକୋ…
Read More...

ବାଦୀମୁଣ୍ଡା ସୈନିକ ସ୍କୁଲ ସ୍ଥାପନା ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ବାଦୀମୁଣ୍ଡା ସ୍ଥିତ ଶିଶୁ ସୈନିକ ବିଦ୍ୟାଳୟର ଦଶମ ସ୍ଥାପନା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଜେଡ଼ି ରାଜ୍ୟ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା, ସ୍ୱତନ୍ତ୍ର ଅତିଥି ଭାବେ ପଦ୍ମଶ୍ରୀ…
Read More...

ରୁଗୁଡ଼ିଖାଲ ବିଶ୍ଵଶାନ୍ତି ମାନସ ଯଜ୍ଞ ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ରୁଗୁଡ଼ିଖାଲ ମାନସ ବିହାରଠାରେ ବିଶ୍ଵଶାନ୍ତି ନିମିତ୍ତ ସପ୍ତବିଂଶତମ ଶ୍ରୀରାମ ଚରିତ ମାନସ ଯଜ୍ଞ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ମାନସ ଯଜ୍ଞ ପରିଚାଳନା କମିଟି ସଭାପତି ଯୁଧିଷ୍ଠିର ପଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ…
Read More...

ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଲୋଇସିଂହା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କୁଶମେଲ ପଞ୍ଚାୟତର ଜାମୁଟିଆ ଗାଁରେ ବିଜୁ ଜନତା ଦଳର ରାଜ୍ୟ ପରିଷଦ ସଭ୍ୟ ତଥା ଲୋଇସିଂହା ନିର୍ବାଚନମଣ୍ଡଳୀର ଯୁବନେତା ନିହାର ରଞ୍ଜନ…
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ମାତୃ ସମ୍ମିଳନୀ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ସାମୂହିକ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ସଦାନନ୍ଦ ସାହୁ ଯୋଗଦେଇ ଶିଶୁ ଶିକ୍ଷାରେ ମା'ମାନଙ୍କ ଭୂମିକା ବିଷୟରେ ଆଲୋକପାତ…
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ସରସ୍ୱତୀ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର ଯଜ୍ଞ

ଲୋଇସିଂହା, (କେପିଏନ୍‌ଏସ୍‌) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାଠାରେ ସରସ୍ୱତୀ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାରମ୍ଭ ସଂସ୍କାର ଯଜ୍ଞରେ ସ୍ଥାନୀୟ ଶିବ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶିଶୁବୋଧ ଶ୍ରେଣୀରେ ଅଧ୍ୟୟନରତ ଶିଶୁମାନେ ଏବଂ…
Read More...

ଲୋଇସିଂହା ରେଳଷ୍ଟେସନରେ ପୁରୀ-ଦୁର୍ଗ ଏକ୍ସପ୍ରେସ ଟ୍ରେନ ଅଟକିବ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହେବାକୁ ଯାଉଛି । ସ୍ଥାନୀୟ ସିନିୟର୍ ସିଟିଜନ୍ ଆସେମ୍ଲିର ବରିଷ୍ଠ ସଦସ୍ୟ ଗଜାନନ ଅଗ୍ରୱାଲ, ବିଭୂତି ଭୂଷଣ ସାହାଣୀ, ଧର୍ମସିଂ ମିଶ୍ର ପ୍ରମୁଖ ଲୋଇସିଂହାଠାରେ ପୁରୀ-ଦୁର୍ଗ ଏକ୍ସପ୍ରେସ ଦ୍ରୁତଗାମୀ ଟ୍ରେନର ରହଣୀ…
Read More...