Browsing Tag

loisingha news

କୁଚିଆ ମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସଦର ଗ୍ରାମ ବସ୍ତି ମଧ୍ୟରେ ଦୀର୍ଘଦିନ ଧରି ୫ରୁ ୬ଟି ସ୍ଥାନରେ ବେଆଇନ ଭାବେ ଦେଶୀ କୁଚିଆ ମଦ ବିକ୍ରି ହେଉଥିବା ଅଭିଯୋଗ ହେଉଛି । ମୁଖ୍ୟ ରାସ୍ତା କଡ଼ରେ ମଦ ବିକ୍ରି ହେଉଥିବାରୁ ସ୍ଥାନୀୟ ମହିଳା ତଥା ଛାତ୍ରୀମାନେ ନିଜକୁ ସୁରକ୍ଷିତ ମଣୁ ନ ଥିଲେ…
Read More...

କାଠପୋଲ ହିଁ ଲୋକଙ୍କ ଭରସା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପରେ ବିସ୍ତାପିତଙ୍କ ସମସ୍ୟା ସରିନଥିବା ବେଳେ ପ୍ରକଳ୍ପ ସନ୍ନିକଟ କିଛି ଗ୍ରାମବାସୀ ଏବେ ଏଥି ପାଇଁ ହଇରାଣ ହେଉଥିବା ଦେଖିବାକୁ ମିଳିଛି । ଲୋଇସିଂହା ବ୍ଲକ ବାନିପାଲି ପଞ୍ଚାୟତ ଦାଣ୍ଡପାଣିଠାରୁ ତବଳବାଞ୍ଜି ରାସ୍ତାରେ…
Read More...

ପ୍ରାପ୍ୟ ନ ମିଳିବାରୁ ହସ୍ପିଟାଲରୁ ପାନୀୟ ଜଳ ସଂଯୋଗ ବିଚ୍ଛିନ୍ନ କଲେ ଠିକାଦାର

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ରୂପାନ୍ତରଣ ସକାଶେ ୫-ଟି ଯୋଜନାରେ ସରକାର ତିନିକୋଟି ଟଙ୍କା ଯୋଗାଇ ଦେଇଛନ୍ତି । ତେବେ ଆଶ୍ଚର୍ଯ୍ୟର ବିଷୟ ସରକାର ଏତେ ଟଙ୍କା ଯୋଗାଇ ଦେଇଥିଲେ ମଧ୍ୟ ଏହି ଡାକ୍ତରଖାନାରେ ନିରନ୍ତର ପାନୀୟ ଜଳର ସୁବ୍ୟବସ୍ଥା କରିବା…
Read More...

ହରିହର ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ଯୋଗିସର୍ଡା ସ୍ଥିତ ହରିହର ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷାଧିକାରୀ ସୁଶ୍ରୀ ରୀନା କୁମାରୀ ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜାତି ଓ…
Read More...

ନୁନିଆପାଲି ପଂଚାୟତ କାର୍ଯ୍ୟାଳୟରେ କିଶୋରୀ ମେଳା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ନୁନିଆପାଲି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ କିଶୋରୀ ମେଳା ଅନୁଷ୍ଠିତ ହୋଇଯାଇଛି । ଆଗଲପୁର ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ସୁପରଭାଇଜର ସୁଦେଷ୍ଣା ମେହେରଙ୍କ ତତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…
Read More...

ପଲ୍ଲୀ ଆଲୋକ ପାଠାଗାର ପକ୍ଷରୁ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର ନଅଗାଁ (ଖ) ତରଫରୁ ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ସମ୍ପାଦକ ପ୍ରଶାନ୍ତ ନାୟକଙ୍କ ପରିଚାଳନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…
Read More...

ଶ୍ରୀଜଗନ୍ନାଥ ସଂସ୍କୃତି ହେଉଛି ଅନନ୍ୟ ଓ ଅତୁଳନୀୟ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଶ୍ରୀଜଗନ୍ନାଥ ସଂସ୍କୃତି ହେଉଛି ଅନନ୍ୟ, ସମଗ୍ର ବିଶ୍ଵରେ ଅତୁଳନୀୟ । ଏଠି ଜାତି, ବର୍ଣ୍ଣର ଭେଦଭାବ ନାହିଁ । ଏହା ଏକ ସମନ୍ଵୟର ସଂସ୍କୃତି ବୋଲି ଆଗଲପୁର ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନାଚକ୍ରରେ ବିଶିଷ୍ଟ…
Read More...

କୁଶଙ୍ଗ ଯୁକ୍ତ୨ କଲେଜରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଅନ୍ତର୍ଗତ କୁଶଙ୍ଗ ସ୍ଥିତ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଉଦ୍‌ଯାପନୀ ଉତ୍ସବରେ ଅଧ୍ୟକ୍ଷ ପରମେଶ୍ୱର ସିଂହ ସଭାପତିତ୍ୱ କରିଥିଲେ…
Read More...

ପଣ୍ଡରାନି ଗ୍ରାମରେ ସୁନ୍ଦରାକାଣ୍ଡ ପାରାୟଣ ଓ ସାମୁହିକ ହନୁମାନ ଚାଳିଶା ପଠନ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଦିବ୍ୟଭୂମି ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ଲୋଇସିଂହା ବ୍ଲକ ପଣ୍ଡରାନି ଗ୍ରାମ ରାମଲୀଳା ଅନୁଷ୍ଠାନ ତଥା ଗ୍ରାମବାସୀଙ୍କ ମିଳିତ ସହଯୋଗ କ୍ରମେ ଗ୍ରାମରେ ସୁନ୍ଦରାକାଣ୍ଡ ପାରାୟଣ ତଥା ସାମୁହିକ ହନୁମାନ ଚାଳିଶା ପଠନ କାର୍ଯ୍ୟକ୍ରମ ଆୟୋଜିତ…
Read More...

ଭଇଁସା ଗ୍ରାମରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଥାନା ଭଇଁସା ଗ୍ରାମରେ ଜନୈକ ଯୁବକଙ୍କୁ ପ୍ରାଣାନ୍ତକ ଆକ୍ରମଣ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ମୁତାବକ ଗ୍ରାମର ନୀଳାଚଳ ନାଏକଙ୍କଠାରୁ ଭତ୍ତା କରାଇ ଦେବା ନାମରେ ଲକ୍ଷ୍ମୀନାରାୟଣ ନାଏକ ୬ ମାସ ତଳେ ହଜାରେ ଟଙ୍କା ନେଇଥିଲେ ।…
Read More...