Browsing Tag

loisingha news

କାର୍ଯ୍ୟରେ ଯୋଗଦେଲେ ଯୋଗାଣ ସହାୟକ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଭୁବନେଶ୍ୱର ସ୍ଥିତ ଲୋଅର ପିଏମ୍‌ଜିଠାରେ ବିଭିନ୍ନ ଦାବୀ ନେଇ ଯୋଗାଣ ସହାୟକମାନଙ୍କ ଏକ ବିଶାଳ ଗଣଧାରଣା ଆୟୋଜିତ ହେବା ସହିତ ରାଜ୍ୟର ସମସ୍ତ ଯୋଗାଣ ସହାୟକ ସାମୁହିକ ଛୁଟିରେ ରହି ଆନ୍ଦୋଳନକୁ ଓହ୍ଲାଇ ଥିଲେ । ତେବେ ଓଡିଶା ସରକାରଙ୍କ ଖାଦ୍ୟ ଓ ଯୋଗାଣ
Read More...

ଲୋଇସିଂହା ଓ ଆଗଲପୁର ବ୍ଲକରେ ସ୍କ୍ରବ୍‌ ଟାଇଫସ୍ ଆତଙ୍କ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍କ୍ରବ୍‌ ଟାଇଫସ୍‌ ବା ଟ୍ରମ୍ବିଆକୁଲାଇଡ୍‌ ନାମକ ଏକ ବିଷାକ୍ତ କୀଟ ଏବେ ଲୋଇସିଂହା ଓ ଆଗଲପୁର ବ୍ଲକ ସମେତ ବଲାଙ୍ଗିର, ସୋନପୁର ଓ ବରଗଡ଼ ଜିଲ୍ଲାର ଗ୍ରାମାଞ୍ଚଳରେ ବହୁଳ ଭାବେ ଦେଖାଯାଉଛି । ଏହି ବିଷାକ୍ତ କୀଟ କାମୁଡ଼ାରେ କିଛି ଲୋକଙ୍କ ମୃତ୍ୟୁ ହୋଇଥିବା
Read More...

ସେପ୍ଟେମ୍ୱର ୧୧ରେ ଆହୁତ କୋଶଲ ମହାବନ୍ଦକୁ ସ୍ଥଗିତ ଘୋଷଣା କଲା କୋଶଲ ସେନା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବରଗଡ଼ରେ କୋଶଲ ସଂଗ୍ରାମୀ ତଥା କୋଶଲ ସପକ୍ଷବାଦୀଙ୍କ ଉପରେ ହୋଇଥିବା ଦମନଲୀଳା ପ୍ରତିବାଦରେ ଆଗାମୀ ସେପ୍ଟେମ୍ବର ୧୧ରେ କୋଶଲ ସେନା ପକ୍ଷରୁ ମହାବନ୍ଦର ଡାକରା ଦିଆଯାଇଥିଲା । ତେବେ କେତେକ ଅନିବାର୍ୟ୍ୟ କାରଣବଶତଃ ଏହି ମହାବନ୍ଦକୁ ସ୍ଥଗିତ ରଖାଯାଇଥିବା କୋଶଲ
Read More...

ଲୋଇସିଂହାରେ ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ହୀରାପୁର ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଓ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବିଜ୍ଞାନ ସଂଯୋଜକ ଅଶୋକ କୁମାର ତ୍ରିପାଠୀଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ
Read More...

ଗାଈଖାଇ ଇକୋ ଟୁରିଜମ୍‌ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଆଗଲପୁର ବ୍ଲକ ସାଲେଭଟା ନିକଟସ୍ଥ ଗାଈଖାଇ ଇକୋ ଟୁରିଜମ ନିକଟରେ "ଇଙ୍କଚର୍ ପ୍ରାଇଭେଟ୍ ଲିମିଟେଡ" ଏବଂ "ଡ୍ୟୁ ରେଷ୍ପେକ୍ଟ ଟ୍ରଷ୍ଟ" ଆନୁକୂଲ୍ୟରେ ଏକ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଙ୍ଗ ଜଳସେଚନ ପ୍ରକଳ୍ପ କମିଟିର ଆବାହକ ଆକାଶ
Read More...

ପଲ୍ଲୀ ଆଲୋକ ପାଠାଗାର ତରଫରୁ ପୋଷଣ ସପ୍ତାହ-୨୦୨୩ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର ନଅଗାଁ (ଖ) ଓ ଆଗଲପୁର ବ୍ଲକ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପର ମିଳିତ ଆନୁକୂଲ୍ୟରେ ଗୁଣ୍ଡୁରୁମୁଣ୍ଡା, ଗଣ୍ଡପାଲି ଏବଂ ପାଣ୍ଡେସରା ଗ୍ରାମରେ ପୋଷଣ ସପ୍ତାହ-୨୦୨୩ ପାଳିତ ହୋଇଯାଇଛି । ନିଜ ଅଂଚଳରେ
Read More...

‘କୋଶଳ ପ୍ରବାହ’ର ପ୍ରଭାବ : ଖବର ପ୍ରସାରଣ ପରେ ତତ୍ପର ହେଲା କୃଷି ବିଭାଗ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଓଡିଶା ଚାଷଜମିରେ ଆନ୍ଧ୍ରଚାଷୀଙ୍କ ଦାଦାଗିରି । ସ୍ଥାନୀୟ ଚାଷୀଙ୍କ ଚାଷଜମିକୁ ମାତ୍ର କେଇଟା ଟଙ୍କାରେ ହାତେଇବା ସହିତ ଗୋଚର ଓ ଗ୍ରାମ୍ୟ ଜଙ୍ଗଲ ଭଳି ଶହଶହ ଏକର ଜମିରେ ଆନ୍ଧ୍ରଚାଷୀ କରୁଛନ୍ତି ସରକାରଙ୍କ ଦ୍ୱାରା ନିଷିଦ୍ଧ ଘୋଷିତ ବିଟି କପାଚାଷ । ଆଉ କପାରେ
Read More...

ଗୁରୁଦିବସ ଉପଲକ୍ଷେ ଗୁରୁ ପୂଜନ ଉତ୍ସବ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ପବିତ୍ର ଗୁରୁଦିବସ ଅବସରରେ 'ଓଡ଼ିଶା ମୋ ପରିବାର" ଲୋଇସିଂହା ଶାଖା ତରଫରୁ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଆୟୋଜକ ତଥା ବିଜେଡି ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରାଙ୍କ ତତ୍ୱାବଧାନରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ
Read More...

ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାରେ ଭାରତର ପ୍ରଥମ ଉପରାଷ୍ଟ୍ରପତି ଡ. ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜୟନ୍ତୀ ତଥା ଗୁରୁଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଇନ୍ଦ୍ରମଣି ତ୍ରିପାଠୀ
Read More...

ଲୋଇସିଂହା ଦୁର୍ଗାପୂଜା ପାଇଁ ନୂତନ କର୍ମକର୍ତ୍ତା ମନୋନୟନ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହାର ୫୩ତମ ସାର୍ବଜନୀନ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବା ସହିତ ଚଳିତ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ମନୋନୟନ କରାଯାଇଛି । ଏଥିରେ ସର୍ବସମ୍ମତି କ୍ରମେ ସଭାପତି ଭାବେ ବଳରାମ ସିଂରାଏ ଏବଂ ସାଧାରଣ ସମ୍ପାଦକ ଭାବେ ପ୍ରଦୀପ କୁମାର
Read More...