Browsing Tag

loisingha news

ଦେଶୀ ମଦ ଜବତ : ୨ ଗିରଫ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଅବକାରୀ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବିପୁଳ ପରିମାଣର ଦେଶୀ ମଦ ଓ ଏକ ବାଇକ ଜବତ କରିବା ସହିତ ଦୁଇ ଜଣଙ୍କୁ ଗିରଫ କରିଛି । ଗିରଫ ବ୍ୟକ୍ତିମାନେ ହେଲେ ଲୋଇସିଂହାର ଚତୁର୍ଭୁଜ ବିଶୋଇ ଓ ଦୀପକ ସୁନା । ଉଭୟଙ୍କଠାରୁ
Read More...

ବିଜୁ ଜନତା ଦଳର ଜନ ସମ୍ପର୍କ ଅଭିଯାନ ଓ ମିଶ୍ରଣ ପର୍ବ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଅନ୍ତର୍ଗତ ହୀରାପୁର ପଂଚାୟତର ବାଗଡୋଲ ଗ୍ରାମରେ ବାଗଡୋଲ ଗାଁର ୱାର୍ଡ ମେମ୍ବର ଅଜାମ୍ବଳ ସେଟଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ପରିଷଦ ସଦସ୍ୟ ଲୋଇସିଂହା ନିର୍ବାଚନ ମଣ୍ଡଳୀର ବିଜେଡି ସଂଗଠକ ନିହାର ରଂଜନ ବେହେରା, ହୀରାପୁର
Read More...

ସାମ୍ବାଦିକଙ୍କୁ ଗାଳିଗୁଲଜ ଓ ହତ୍ୟା ଧମକ ନେଇ ଥାନାରେ ଅଭିଯୋଗ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ଓ ହତ୍ୟା ଧମକ ଦିଆଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଏନେଇ ଲୋଇସିଂହା ସାମ୍ବାଦିକ ସଙ୍ଘର ସଦସ୍ୟମାନେ ସ୍ଥାନୀୟ ଥାନାଧିକାରୀଙ୍କୁ ସାକ୍ଷାତ କରିବା
Read More...

ଜୁଲାଇ ଶେଷ ସୁଦ୍ଧା ଗାଈଖାଇରେ ମିଳିବ ବୋଟିଂ ସୁବିଧା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବନାଞ୍ଚଳ ଅଧୀନସ୍ଥ ସାଲେଭଟା ଅଙ୍ଗ ଜଳସେଚନ ପ୍ରକଳ୍ପ ଗାଈଖାଇ ଡ୍ୟାମ୍‌କୁ ଇକୋଟୁରିଯିମ ମାନ୍ୟତା ମିଳିବା ପରେ ଏଠାରେ ବନ ବିଭାଗ ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଇଛି । ପୂର୍ବରୁ ଏଠାରେ ବୋଟିଂ ଟ୍ରାଏଲ କରାଯିବା ସହିତ ଡ୍ୟାମ୍‌ର ପ୍ରବେଶ
Read More...

ବୁର୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ

ଲୋଇସିଂହା, (କେପିଏନ୍‌ଏସ୍‌) : ବୁର୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଶିବ ପ୍ରସାଦ ତ୍ରିପାଠୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ସେ ଜଣେ ଛାତ୍ରବତ୍ସଳ ଶିକ୍ଷକ ଭାବେ ନିଜ ବିଦ୍ୟାଳୟ ତଥା ଛାତ୍ରଛାତ୍ରୀଙ୍କ ମହଲରେ ବେଶ ସୁନାମ ଅର୍ଜନ କରିଛନ୍ତି । ଶିକ୍ଷକତା
Read More...

ବଡଟିକା ଧରଣୀଧର ହାଇସ୍କୁଲର ପ୍ରଧାନ ଶିକ୍ଷକ ରୋହିତ କୁମାର ଭୋଇଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଆଗଲପୁର ବ୍ଲକ ବଡଟିକା ସ୍ଥିତ ଧରଣୀଧର ହାଇସ୍କୁଲର ପ୍ରଧାନ ଶିକ୍ଷକ ରୋହିତ କୁମାର ଭୋଇଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ହାଇସ୍କୁଲ ତରଫରୁ ଆୟୋଜିତ ଏହି ସମାରୋହରେ ଗ୍ରାମର ଗୌନ୍ତିଆ ଅଶୋକ ପଟେଲ, ଯୁବନେତା ଭୁବନେଶ୍ୱର ଧରୁଆ, ହେମନ୍ତ
Read More...

ବାଦିବାହାଲ ପଂଚାୟତରେ ମନରେଗା ଦୁର୍ନୀତିର ତଦନ୍ତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଗତ ୨୦୧୭-୧୮ ବର୍ଷରେ ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବାଦିବାହାଲ ଗ୍ରାମ ପଞ୍ଚାୟତରେ ମନରେଗା କାମରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା । ମନରେଗା ଯୋଜନାରେ ମାଟି କାମ କରିଥିବା ଦର୍ଶାଇ କେତେକ ନାବାଳକ ସ୍କୁଲ ଛାତ୍ରଛାତ୍ରୀଙ୍କ
Read More...

ନିଆରା ଢଙ୍ଗରେ ଜନ୍ମଦିନ ପାଳନ କଲେ ଦେବୀପୁତ୍ର ମୁରଲୀ ଭୋଇ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଢୋଲମହୁଲ ସ୍ଥିତ ମା' ଶାରଳା ଶକ୍ତିପୀଠର ମୁଖ୍ୟ ପୃଷ୍ଠପୋଷକ ତଥା ଦେବୀପୁତ୍ର ମୁରଲୀ ଭୋଇ ନିଜ ୫୦ତମ ଜନ୍ମ ଦିବସକୁ ନିଆରା ଢଙ୍ଗରେ ପାଳନ କରି ଚର୍ଚ୍ଚାକୁ ଆସିଛନ୍ତି । ଏହି ଉପଲକ୍ଷେ ଆୟୋଜିତ ଏକ ସମାରୋହରେ ସମ୍ମାନିତ ଅତିଥି ଭାବେ ନାଟ୍ୟଭୂଷଣ
Read More...

ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ କରିବା ପାଇଁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ଦାବୀ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଆଦିବାସୀଙ୍କ ଭାଷା, ସଂସ୍କୃତି, ଐତିହ୍ୟ, ପରମ୍ପରା ତଥା ସାମଗ୍ରିକ ବିକାଶ ନିମନ୍ତେ ଗତ ୨୦୨୧ ମସିହାରେ ଓଡ଼ିଶାର ୯ଟି ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ, ଗଜପତି, କୋରାପୁଟ, ନବରଙ୍ଗପୁର, ମୟୂରଭଞ୍ଜ, ରାୟଗଡା ଓ ମାଲକାନଗିରି ଜିଲ୍ଲାକୁ ନେଇ
Read More...

ଲୋଇସିଂହା ମହାବିଦ୍ୟାଳୟ ଆଲୁମିନି କର୍ମକର୍ତ୍ତା ଗଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋବିନ୍ଦଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠାନ ସଭାଗୃହରେ କଲେଜର ପୂର୍ବତନ ଛାତ୍ରଛାତ୍ରୀଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମୋ' କଲେଜର ଆବାହକ ଶାନ୍ତିପ୍ରିୟା ହୋତା ନିଜ ଅଭିଭାଷଣରେ ଗୋଟିଏ କଲେଜର
Read More...