Browsing Tag

loisingha news

ଲୋଇସିଂହାଠାରେ ବ୍ଲକସ୍ତରୀୟ ଲୋକ ଉତ୍ସବ ଅନୁଷ୍ଠିତ

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକଠାରେ ବ୍ଲକସ୍ତରୀୟ ଲୋକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ ଯୋଗ ଦେଇଥିବା ବେଳେ ବ୍ଲକ ଅଧ୍ୟକ୍ଷ ସରୋଜ କୁମାର ପ୍ରଧାନ, ଅତିରିକ୍ତ ବିଡ଼ିଓ ପ୍ରମୁଖ ମଞ୍ଚସୀନ
Read More...

ଯୋଗୀସର୍ଡାରେ ଆୟୁଷ ବିଦ୍ୟାଳୟ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ହରିହର ହାଇସ୍କୁଲଠାରେ ଜିଲ୍ଲା ହୋମିଓପ୍ୟାଥିକ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଅଶୋକ କୁମାର ସେଠୀଙ୍କ ଦ୍ୱାରା ଆୟୁଷ ବିଦ୍ୟାଳୟ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଶୋକ
Read More...

ଅର୍ଜୁନ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ଲୋଇସିଂହା (କେପିଏନ୍‌ଏସ୍‌) : ଅର୍ଜୁନ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଘୁଙ୍ଗୀ ଅନ୍ତିମ ଦିବସରେ ଆଜିକାର ମୁଖ୍ୟ ଅତିଥି ଭାବେ ଲୋଇସିଂହା ଯୁବନେତା ତଥା ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା, ସାରଗଡ଼ ଗ୍ରାମ ପଞ୍ଚାୟତ ସରପଞ୍ଚ ସରୋଜ ବେହେରା, ୩୪ ନଂ. ଜୋନ ଜିଲ୍ଲା ପରିଷଦ
Read More...

ଲୋଇସିଂହା ବ୍ଲକସ୍ତରୀୟ ଲୋକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକସ୍ତରୀୟ ଲୋକ ଉତ୍ସବ ଆୟୋଜନ ପାଇଁ ସ୍ଥାନୀୟ ସଭାଗୃହଠାରେ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲଙ୍କ ସଭାପତିତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକର ବିଭିନ୍ନ ବିଭାଗର ଅଧିକାରୀ, ସମସ୍ତ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟଙ୍କ
Read More...

ଲୋଇସିଂହାଠାରେ ନବାହ ପରାୟଣ ଏବଂ ବିଶ୍ଵ ଶାନ୍ତି ଯଜ୍ଞ ଅନୁଷ୍ଠିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହାଠାରେ ନବାହ ପରାୟଣ ଏବଂ ବିଶ୍ଵ ଶାନ୍ତି ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଲୋଇସିଂହା ସ୍ଥିତ ରାମ ମନ୍ଦିରଠାରେ ଆୟୋଜିତ ଏହି ନବାହ ପରାୟଣ ଏବଂ ବିଶ୍ଵ ଶାନ୍ତି ଯଜ୍ଞରେ ବିଜୁ ଜନତା ଦଳର ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା ଯୋଗଦେଇ ଥିଲେ ।
Read More...

ନଅଗାଁ(ଖ) ରେ ବୁଢାଦେଓ ମହୋତ୍ସବ-୨୦୨୩ ଆୟୋଜିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଥାନା ନଅଗାଁ (ଖ) ଗ୍ରାମରେ ପ୍ରତିବର୍ଷ ପୌଷ ମାସ ଶୁକ୍ଳ ପକ୍ଷ ଶାମ୍ବ ଦଶମୀ ତିଥିରେ ପ୍ରଭୁ ବୁଢାଦେଓଙ୍କ ଯାତ୍ରା ଅନୁଷ୍ଠିତ ହୋଇଥାଏ । ଏହି ଦିନ ବୁଢାଦେଓ ନିଜ ଗୁଡ଼ିରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ଓ ସନ୍ଧ୍ୟାରେ ଗ୍ରାମ ପରିକ୍ରମା
Read More...

ଝାରମୁଣ୍ଡା ଗ୍ରାମଠାରେ ଅନୁଷ୍ଠିତ ହୋଇଥିବା ଧନୁଯାତ୍ରା ମହୋତ୍ସବରେ ସମ୍ମାନିତ ହେଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଝାରମୁଣ୍ଡା ଗ୍ରାମଠାରେ ଅନୁଷ୍ଠିତ ହୋଇଥିବା ଧନୁଯାତ୍ରା ମହୋତ୍ସବରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସମ୍ମାନିତ ହୋଇଥିବା ଜଣାପଡିଛି । ତେବେ ଏଥିପାଇଁ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ଧନୁଯାତ୍ରା ମହୋତ୍ସବ କମିଟିକୁ ଧନ୍ୟବାଦ ଦେଇଥିବା
Read More...

ଝାରମୁଣ୍ଡାଠାରେ ଧନୁଯାତ୍ରା ମହୋତ୍ସବ ଅନୁଷ୍ଠିତ

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଝାରମୁଣ୍ଡା ଠାରେ ଧନୁଯାତ୍ରା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭଟଲୀ ବିଧାୟକ ତଥା ବଲାଙ୍ଗିର ବିଜୁ ଜନତା ଦଳର ପର୍ଯ୍ୟବେକ୍ଷକ ସୁଶାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଲୋଇସିଂହା
Read More...

ଝାରମୁଣ୍ଡା ଧନୁଯାତ୍ରା ଅବସରରେ ଜୁଆଖେଳ ଓ ଖୋଲାମଦ କାରବାର ବୃଦ୍ଧି ଅଭିଯୋଗ

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଅନ୍ତର୍ଗତ ଝାରମୁଣ୍ଡା ଗ୍ରାମରେ ଧନୁଯାତ୍ରା ଅବସରରେ ଖୋଲାମଦର ଅବାଧ କାରବାର ସହିତ ଜୁଆଖେଳ ଚାଲିଥିବା ଅଭିଯୋଗ ହେଉଛି । ଖୋଲାମଦ କାରବାରକୁ ନେଇ କିଛି ଦୁର୍ବୃତ୍ତ ଜନୈକ ବ୍ୟକ୍ତିଙ୍କ ଗାଡି କାଚ ଭାଙ୍ଗି ଦେଇଥିବା ଅଭିଯୋଗ
Read More...

ଲୋଇସିଂହା ବ୍ଲକସ୍ତରୀୟ ଫୁଟବଲ ଓ ଖୋଖୋ ପ୍ରତିଯୋଗିତା

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ପଞ୍ଚାୟତ ସମିତି ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ଫୁଟବଲ ଓ ଖୋଖୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ବିଡ଼ିଓ ବିଜୟ କୁମାର ହୋତାଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଯୋଗଦେଇ
Read More...