Browsing Tag

loisingha news

ଅସହାୟ ଦମ୍ପତ୍ତିଙ୍କୁ ସହାୟତାର ହାତ ବଢ଼ାଇଲେ ସ୍ୱେଚ୍ଛାସେବୀ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଆଗଲପୁର ବ୍ଲକ ଖଲିଆପାଲି ଗାଁର ରେଚ ବରିହା ଓ ତାଙ୍କ ପତ୍ନୀ ବାସନ୍ତୀ ବରିହା । ବୟସ ୫୦ ପାଖପାଖି । ଦୀର୍ଘ ୧୫ ବର୍ଷ ହେଲା ଗୋଟିଏ ଛୋଟ ଝାଟିମାଟି କୁଡିଆ ଘରେ ରହି ଆସୁଛନ୍ତି । ଉଭୟଙ୍କ ଆଧାର କାର୍ଡ ଅଥବା ଭୋଟର କାର୍ଡ ଭଳି କୌଣସି ପରିଚୟ ପତ୍ର ନ ଥିବାରୁ…
Read More...

ନବ ନିଯୁକ୍ତ ଯୁବ କଂଗ୍ରେସ ସଭାପତି ସମ୍ବର୍ଦ୍ଧିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସର ନବ ନିଯୁକ୍ତ ସଭାପତି ସଂଜୀବ ନାଗଙ୍କୁ ଲୋଇସିଂହା ବ୍ଲକ କଂଗ୍ରେସ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ବ୍ଲକ କଂଗ୍ରେସ ସଭାପତି ଅରବିନ୍ଦ ସାହୁ, ବରିଷ୍ଠ କଂଗ୍ରେସ ନେତା ମୋହିତ ମିଶ୍ର, ଅଶୋକ…
Read More...

ବିଦ୍ୟାଳୟ ସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଉଦଯାପିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଉଦ୍‌ଯାପିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପରମାନନ୍ଦ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ…
Read More...

ବଲାଙ୍ଗିର ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷଙ୍କୁ ସମ୍ବର୍ଦ୍ଧନା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଅନୁସୂଚିତ ଜନଜାତି ସ୍ୱତନ୍ତ୍ର ଉନ୍ନୟନ ପରିଷଦ(special Development council)ର ଜିଲ୍ଲା ଅଧ୍ୟକ୍ଷ ବ୍ରଜମୋହନ ବିଶୋଇଙ୍କୁ ଜିଲ୍ଲା ଆଦିବାସୀ କଲ୍ୟାଣ ମହାସଂଘ ପକ୍ଷରୁ ଲୋଇସିଂହା ସ୍ଥିତ ଆଦିବାସୀ କଲ୍ୟାଣ ସଂଘ ଭବନଠାରେ ସମ୍ବର୍ଦ୍ଧିତ…
Read More...

ପଲ୍ଲୀ ଆଲୋକ ପାଠାଗାର ଆନୁକୂଲ୍ୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର ନଅଗାଁ(ଖ) ଓ ଆଇସିଡିଏସ୍‌ ଆଗଲପୁରର ମିଳିତ ଆନୁକୂଲ୍ୟରେ ନୁନିଆଁପାଲି, ଖଲିଆପାଲି, ପାଣ୍ଡେସରା ତଥା ମନୁପାଲି ସ୍ଥିତ ଶ୍ରୀକ୍ଷେତ୍ର ନଗରରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି । ଏହି…
Read More...

ବ୍ରଜମୋହନ ବିଶୋଇ ହେଲେ ବଲାଙ୍ଗିର ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହାର ବ୍ରଜମୋହନ ବିଶୋଇଙ୍କୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ, ବଲାଙ୍ଗିର ଜିଲ୍ଲାର ଅଧ୍ୟକ୍ଷ ଭାବେ ରାଜ୍ୟ ସରକାର ନିଯୁକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ଦିଆଯାଇଛି । ଆଦିବାସୀଙ୍କ ଭାଷା, ସଂସ୍କୃତି,…
Read More...

ରେଲଧାରଣା କଡ଼ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ବୁର୍ଡା ଶିବ ମନ୍ଦିର ନିକଟ ରେଳଧାରଣା କଡ଼ରେ ଜନୈକା ଯୁବତୀଙ୍କ ମୃତଦେହ ଦେଖିବାକୁ ମିଳିଛି । ଆଜି ସକାଳେ ସ୍ଥାନୀୟ ଲୋକେ ଶୌଚ ହେବା ପାଇଁ ଗଲା ବେଳେ ରେଳ ଲାଇନ ନିକଟରେ ଜନୈକା ଯୁବତୀ ମୁହଁମାଡି ପଡିଥିବା ଦେଖିବାକୁ ପାଇଥିଲେ । ମୃତ…
Read More...

ମାଗୁରବେଡାରେ ବନ ମହୋତ୍ସବ କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ, ଓଡିଶା ସରକାରଙ୍କ ତରଫରୁ ଲୋଇସିଂହା ବ୍ଲକ ମାଗୁରବେଡା ପଞ୍ଚାୟତ କାର୍ଯ୍ୟାଳୟ ଏବଂ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୪ତମ ବନ ମହୋତ୍ସବ ଆୟୋଜିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ…
Read More...

ଫାଇଭ ଟି ସଚିବଙ୍କ ଗସ୍ତ କାର୍ଯ୍ୟକ୍ରମ ତଦାରଖ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଆସନ୍ତା ଅଗଷ୍ଟ ୬ ତାରିଖରେ ୫ ଟି ସଚିବ ଭି କେ ପାଣ୍ଡିଆନଙ୍କ ଲୋଇସିଂହା ଗସ୍ତ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ଲୋଇସିଂହା ବ୍ଲକ ଅଞ୍ଚଳ ଗସ୍ତ କରି ତଦାରଖ କରିଛନ୍ତି । ପ୍ରଥମେ ସେ ଯୋଗୀସର୍ଡା ସ୍ଥିତ ପ୍ରସିଦ୍ଧ…
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଧାରଭୁତ କାର୍ଯ୍ୟଶାଳା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଆଧାରଭୁତ କାର୍ଯ୍ୟଶାଳା ଆୟୋଜିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲାର ୫ଟି ସଂକୁଳରୁ ୪୦ ଜଣ ଆଚାର୍ଯ୍ୟ, ୨ ଜଣ ଅତିଥି ଅଧିକାରୀ, ୩ ଜଣ ପୂର୍ଣ୍ଣକାଳୀନ କାର୍ଯ୍ୟକର୍ତ୍ତା ତଥା ବ୍ୟବସ୍ଥା ଦାୟିତ୍ୱରେ ୧୦ ଜଣଙ୍କ…
Read More...