Browsing Tag

loisingha news

ବଡଟିକା ଧରଣୀଧର ହାଇସ୍କୁଲର ପ୍ରଧାନ ଶିକ୍ଷକ ରୋହିତ କୁମାର ଭୋଇଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଆଗଲପୁର ବ୍ଲକ ବଡଟିକା ସ୍ଥିତ ଧରଣୀଧର ହାଇସ୍କୁଲର ପ୍ରଧାନ ଶିକ୍ଷକ ରୋହିତ କୁମାର ଭୋଇଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ହାଇସ୍କୁଲ ତରଫରୁ ଆୟୋଜିତ ଏହି ସମାରୋହରେ ଗ୍ରାମର ଗୌନ୍ତିଆ ଅଶୋକ ପଟେଲ, ଯୁବନେତା ଭୁବନେଶ୍ୱର ଧରୁଆ, ହେମନ୍ତ
Read More...

ବାଦିବାହାଲ ପଂଚାୟତରେ ମନରେଗା ଦୁର୍ନୀତିର ତଦନ୍ତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଗତ ୨୦୧୭-୧୮ ବର୍ଷରେ ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବାଦିବାହାଲ ଗ୍ରାମ ପଞ୍ଚାୟତରେ ମନରେଗା କାମରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା । ମନରେଗା ଯୋଜନାରେ ମାଟି କାମ କରିଥିବା ଦର୍ଶାଇ କେତେକ ନାବାଳକ ସ୍କୁଲ ଛାତ୍ରଛାତ୍ରୀଙ୍କ
Read More...

ନିଆରା ଢଙ୍ଗରେ ଜନ୍ମଦିନ ପାଳନ କଲେ ଦେବୀପୁତ୍ର ମୁରଲୀ ଭୋଇ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଢୋଲମହୁଲ ସ୍ଥିତ ମା' ଶାରଳା ଶକ୍ତିପୀଠର ମୁଖ୍ୟ ପୃଷ୍ଠପୋଷକ ତଥା ଦେବୀପୁତ୍ର ମୁରଲୀ ଭୋଇ ନିଜ ୫୦ତମ ଜନ୍ମ ଦିବସକୁ ନିଆରା ଢଙ୍ଗରେ ପାଳନ କରି ଚର୍ଚ୍ଚାକୁ ଆସିଛନ୍ତି । ଏହି ଉପଲକ୍ଷେ ଆୟୋଜିତ ଏକ ସମାରୋହରେ ସମ୍ମାନିତ ଅତିଥି ଭାବେ ନାଟ୍ୟଭୂଷଣ
Read More...

ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ କରିବା ପାଇଁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ଦାବୀ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଆଦିବାସୀଙ୍କ ଭାଷା, ସଂସ୍କୃତି, ଐତିହ୍ୟ, ପରମ୍ପରା ତଥା ସାମଗ୍ରିକ ବିକାଶ ନିମନ୍ତେ ଗତ ୨୦୨୧ ମସିହାରେ ଓଡ଼ିଶାର ୯ଟି ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ, ଗଜପତି, କୋରାପୁଟ, ନବରଙ୍ଗପୁର, ମୟୂରଭଞ୍ଜ, ରାୟଗଡା ଓ ମାଲକାନଗିରି ଜିଲ୍ଲାକୁ ନେଇ
Read More...

ଲୋଇସିଂହା ମହାବିଦ୍ୟାଳୟ ଆଲୁମିନି କର୍ମକର୍ତ୍ତା ଗଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋବିନ୍ଦଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠାନ ସଭାଗୃହରେ କଲେଜର ପୂର୍ବତନ ଛାତ୍ରଛାତ୍ରୀଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମୋ' କଲେଜର ଆବାହକ ଶାନ୍ତିପ୍ରିୟା ହୋତା ନିଜ ଅଭିଭାଷଣରେ ଗୋଟିଏ କଲେଜର
Read More...

କରକଚିଆ ଛକ ନିକଟରେ ବୋଲେରୋ ଦୁର୍ଘଟଣାରେ ୩ ମୃତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଥାନା କରକଚିଆ ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ବାଇକକୁ ବୋଲେରୋ ଧକ୍କା ଦେବା ଯୋଗୁଁ ବାଇକରେ ଥିବା ତିନିଜଣ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକମାନେ ହେଲେ କୁଶଙ୍ଗ ଗ୍ରାମର ସୁରଞ୍ଜନ ପଟେଲ, ସଦେଇପାଲିର ତୁଳସିରାମ ପଟେଲ ଓ ରୋତ
Read More...

ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ସହିତ ବିଭିନ୍ନ ପ୍ରକଳ୍ପକୁ ଜାତି ଉଦ୍ଦେଶ୍ୟରେ ଅର୍ପଣ କଲେ…

ଲୋଇସିଂହା, (ବିମଳେନ୍ଦୁ ସାହୁ) : ପୁରୀ-ହାୱଡ଼ା (କୋଲକାତା) ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ କରିବା ସହିତ ବିଭିନ୍ନ ପ୍ରକଳ୍ପକୁ ଭିଡିଓ କନଫରେନ୍ସିଂ ଜରିଆରେ ଜାତି ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ଲୋଇସିଂହା
Read More...

ମାଟ୍ରିକ ପରୀକ୍ଷାରେ ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଓ ଯୋଗୀସର୍ଡା ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ଶତ ପ୍ରତିଶତ…

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଚଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଏବଂ ଯୋଗୀସର୍ଡା ହରିହର ହାଇସ୍କୁଲର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ଅର୍ଜନ କରିଥିବା ଜଣାପଡିଛି । ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୩୭ ଜଣ ଛାତ୍ରଛାତ୍ରୀ
Read More...

ଲୋଇସିଂହାରେ ଆନ୍ତର୍ଜାତୀୟ ଆର୍ଟ ଅଫ୍‌ ଗିଭିଂ ଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘ ଆନୁକୂଲ୍ୟରେ ଲୋଇସିଂହା ସ୍ଥିତ ଆଦିବାସୀ କଲ୍ୟାଣ ଭବନଠାରେ ଆନ୍ତର୍ଜାତୀୟ ଆର୍ଟ ଅଫ୍‌ ଗିଭିଂ ଦିବସ ପାଳିତ ହୋଇଯାଇଛି । ଏଥିରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଅଦିବାସୀ କଲ୍ୟାଣ ସଙ୍ଘର ସଭାପତି ଶ୍ୟାମସୁନ୍ଦର
Read More...

ଝାରମୁଣ୍ଡା ଏଥଲେଟିକ୍‌ ଆସୋସିଏସନର ୩୨ତମ ପ୍ରତିଷ୍ଠା ଦିବସ

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡା ଗ୍ରାମର ଏଥଲେଟିକ୍‌ ଏସୋସିଏସନ ତରଫରୁ ୩୨ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଶ୍ୟାମସୁନ୍ଦର ମେହେରଙ୍କ ସଭାତିତ୍ୱରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ
Read More...