Browsing Tag

loisingha news

ଲୋଇସିଂହା କପ ଫୁଟବଲ – ଫାଇନାଲରେ ସମ୍ବଲପୁର ଓ ବୌଦ୍ଧ ମଧ୍ୟରେ ମୁକାବିଲା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଷ୍ଟାଡିୟମର ସ୍ଵନକ୍ଷତ୍ର ଦିବସ ଅବସରରେ ଷ୍ଟାଡିୟମ୍ ଟ୍ରଷ୍ଟବୋର୍ଡ ଏବଂ ଏଥଲେଟିକ ଆସୋସିଏସନର ମିଳିତ ଆନୁକୂଲ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ "ଲୋଇସିଂହା କପ ଫୁଟବଲ ଟୁର୍ଣ୍ଣମେଣ୍ଟ"ର ଦ୍ଵିତୀୟ ସେମିଫାଇନାଲ ମ୍ୟାଚ୍ ସମ୍ବଲପୁର ଓ ଝାରସୁଗୁଡ଼ା ମଧ୍ୟରେ
Read More...

ପଙ୍କରୁ ଫୁଟିଲା ପଦ୍ମ – କ୍ୱିଜ ପ୍ରତିଯୋଗିତାରେ ରାଜ୍ୟସ୍ତରରେ ପ୍ରଥମ ହେଲେ ପାର୍ଥ

ଲୋଇସିଂହା, (ବିମଳେନ୍‌ନ୍ଦୁ ସାହୁ) : ରାଜ୍ୟସ୍ତରୀୟ ସୁରଭି ପ୍ରତିଯୋଗିତା -୨୦୨୫ରେ ରାଜ୍ୟର ବଛାବଛା ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପଛରେ ପକାଇ ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ରେଙ୍ଗାଲି କ୍ଲଷ୍ଟରର ଏକ ଅନୂନ୍ନତ ସରକାରୀ ପ୍ରାଥମିକ ବିଦ୍ୟାଳୟ ବାଗଡୁଙ୍ଗୁରୀର ପଞ୍ଚମ ଶ୍ରେଣୀ ଛାତ୍ର
Read More...

ଲୋଇସିଂହା ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା -୨୦୨୫ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ତରଫରୁ ଲୋଇସିଂହା କଲେଜ ପଡିଆ ଠାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଆୟୋଜିତ ହୋଇଯାଇଛି । ଏଥିରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର କାର୍ଯ୍ୟକ୍ରମ ପ୍ରଦର୍ଶନୀ, ଚାଷୀ ବୈଜ୍ଞାନିକ ଆଲୋଚନା ଚକ୍ର ଓ
Read More...

ସାରସ୍ୱତ ସମାରୋହ – ଭାବ ଚର୍ଚ୍ଚା

ଲୋଇସିଂହା , (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ସମ୍ମିଳନୀ କକ୍ଷରେ ସ୍ଥାନୀୟ ସୁରସଂଗମ୍ ସାଂସ୍କୃତିକ ସଂସଦ ଆନୁକୂଲ୍ୟରେ ଭାବ ଚର୍ଚ୍ଚା ବିଷୟ ଭିତ୍ତିକ ସାରସ୍ୱତ ସମାରୋହ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ନରେନ୍ଦ୍ର କୁମାର ହୋତା ଯୋଗ ଦେଇଥିବା ବେଳେ ସମ୍ମାନିତ
Read More...

ଲୋଇସିଂହା କପ ଫୁଟବଲ ଉଦଘାଟିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଷ୍ଟାଡିୟମର ସ୍ଵନକ୍ଷତ୍ର ଦିବସ ଅବସରରେ ଷ୍ଟାଡିୟମ ଟ୍ରଷ୍ଟବୋର୍ଡ ଏବଂ ଏଥଲେଟିକ ଆସୋସିଏସନର ମିଳିତ ଆନୁକୂଲ୍ୟରେ ୧୮ ତମ ରାଜ୍ୟସ୍ତରୀୟ "ଲୋଇସିଂହା କପ ଫୁଟବଲ ଟୁର୍ଣାମେଣ୍ଟ" ଶୁକ୍ରବାର ଉଦଘାଟିତ ହୋଇଯାଇଛି । ଉଦଘାଟନୀ ମ୍ୟାଚ୍ ବରଗଡ଼ ଓ ସୋନପୁର ମଧ୍ୟରେ
Read More...

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ରେଙ୍ଗାଲିରେ ମହାସମାରୋହରେ ଶିଶୁ ଦିବସ ପାଳିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ରେଙ୍ଗାଲିରେ ଶିଶୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ବୀରକିଶୋର ଶତପଥୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ବିଶିଷ୍ଟ ସମାଜସେବୀ ଉଦୟସିଂ ଠାକୁର, ପରିଚାଳନା କମିଟି
Read More...

ବ୍ଲକ ସ୍ତରୀୟ ଜଙ୍ଗଲ ଅଧିକାରୀ କମିଟି ସମୂହ ବୈଠକ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ଫଲ୍‌ସାମାଲଠାରେ ବ୍ଲକସ୍ତରୀୟ ଜଙ୍ଗଲ ଅଧିକାର କମିଟିମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ଜଙ୍ଗଲ ସୁରକ୍ଷା ଫୋରମ ର ଆବାହକ କୁଳମଣି ସାହୁଙ୍କ ଆବାହକତ୍ୱରେ ଆୟୋଜିତ ଏହି ବୈଠକରେ ରତାଖଣ୍ଡି, ତାଲଜୁରି, ବାନିପାଲି,
Read More...

ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ସହଯୋଗରେ ତଥା ସ୍ଥାନୀୟ ସୁରସଂଗମ ସାଂସ୍କୃତିକ ସଂସଦ ଆନୂକୂଲ୍ୟରେ ଲୋଇସିଂହା ମହାବିଦ୍ୟାଳୟ ଠାରେ ଦୁଇଦିନ ଧରି ଅନୁଷ୍ଠିତ ଯୁବ ସାଂସ୍କୃତିକ ମହୋତ୍ସବ ସମାରୋହରେ ଉଦଯାପିତ ହୋଇଯାଇଛି । ପ୍ରଥମ
Read More...

ବୁର୍ଡାରେ ଶ୍ରୀ ଶ୍ରୀ ଠାକୁରଙ୍କ ୧୩୮ତମ ଜନ୍ମ ମହୋତ୍ସବ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସତସଙ୍ଗ ବିହାର ସ୍ଥିତ ବୁର୍ଡା କେନ୍ଦ୍ର ଠାରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ୧୩୮ତମ ଜନ୍ମ ମହା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟୁଷରେ ଉଷା କୀର୍ତ୍ତନ ସାଙ୍ଗକୁ ପୂର୍ବାହ୍ନରେ ସତସଙ୍ଗ ଓ ସଦାଲୋଚନା କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

“ଓପନ-କ୍ଲୋଜ”ର ପଶାପାଲିରେ ଯୁବପିଢ଼ି

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଅଞ୍ଚଳରେ ବେଆଇନ ସଟ୍ଟା କାରବାର ଜୋରସୋରରେ ଚାଲିଛି । ଲୋଇସିଂହା କଲେଜ ଛକ ସମେତ ଚାରିଛକ, କରକଚିଆ ଛକ, ରୁଗୁଡ଼ିଖାଲ, ବୁର୍ଡାଛକ, ଦୁମଦୁମି ସାପ୍ତାହିକ ବଜାର, ହୀରାପୁର ଛକ, ଫାସଡ ତଥା ସ୍ଥାନୀୟ କେତେକ ଚା ଓ ପାନ ଦୋକାନରେ ବେଧଡକ ଭାବେ ଚାଲିଛି
Read More...