Browsing Tag

loisingha news

ଝାରମୁଣ୍ଡା ପଞ୍ଚାୟତ ମନରେଗା ଦୁର୍ନୀତିର ତଦନ୍ତ ପାଇଁ ନିର୍ଦ୍ଦେଶ

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡା ପଂଚାୟତରେ ମନରେଗା ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ବଲାଙ୍ଗିର ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା । ବିନା ଡିପିସି ଅନୁମୋଦନରେ ନାମକୁ ମାତ୍ର ଫାଇଲ ଖୋଲାଯାଇ ଆଦୌ କାମ କରା ନଯାଇ…
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକୋତ୍ସବ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ପଞ୍ଚଦଶତମ ବାର୍ଷିକୋତ୍ସବ ଅନୁଷ୍ଠାନ ପରିସର ମଧ୍ୟରେ ଆୟୋଜିତ ହୋଇଯାଇଛି । ପରିଚାଳନା ସମିତି ସଭାପତି ବିମଲ ହୋତାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଡ଼ ମୁକେଶ…
Read More...

ୱାର୍ଡ ସଭ୍ୟ ସଭ୍ୟାଙ୍କ ଦକ୍ଷତା ବୃଦ୍ଧି ତାଲିମ ଶିବିର

ଲୋଇସିଂହା, (କେପିଏନ୍‌ଏସ୍‌) : ଓଡିଶା ଗ୍ରାମ୍ୟ ଉନ୍ନୟନ ଓ ପଂଚାୟତିରାଜ ବିଭାଗ ତରଫରୁ ତଥା ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର ନଅଗାଁ (ଖ) ଆନୁକୂଲ୍ୟରେ ୩ ଦିନିଆ ୱାର୍ଡ ସଭ୍ୟ ସଭ୍ୟାଙ୍କ ଦକ୍ଷତା ବୃଦ୍ଧି ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ…
Read More...

ଟ୍ରକ୍‌କୁ ପିଟିଲା ସ୍କର୍ପିଓ : ୧ ମୃତ, ୪ ଗୁରୁତର

ଲୋଇସିଂହା : ଲୋଇସିଂହା ନିକଟସ୍ଥ ବୁର୍ଡା ଛକରେ ନିକଟରେ ଟ୍ରକ୍‌କୁ ମୁହାଁ ମୁହିଁ ଧକ୍କା ଦେଲା ସ୍କର୍ପିଓ । ଘଟଣା ସ୍ଥଳରେ ସ୍କର୍ପିଓ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ଆଉ ୪ ଜଣ ଗୁରୁତରଙ୍କୁ ଲୋଇସିଂହା ସରକାରୀ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ବଲାଙ୍ଗିର ସ୍ଥାନାନ୍ତର କରାଯାଇଛି ।…
Read More...

ଲୋଇସିଂହାଠାରେ ବ୍ଲକସ୍ତରୀୟ ଲୋକ ଉତ୍ସବ ଅନୁଷ୍ଠିତ

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକଠାରେ ବ୍ଲକସ୍ତରୀୟ ଲୋକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ ଯୋଗ ଦେଇଥିବା ବେଳେ ବ୍ଲକ ଅଧ୍ୟକ୍ଷ ସରୋଜ କୁମାର ପ୍ରଧାନ, ଅତିରିକ୍ତ ବିଡ଼ିଓ ପ୍ରମୁଖ ମଞ୍ଚସୀନ…
Read More...

ଯୋଗୀସର୍ଡାରେ ଆୟୁଷ ବିଦ୍ୟାଳୟ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ହରିହର ହାଇସ୍କୁଲଠାରେ ଜିଲ୍ଲା ହୋମିଓପ୍ୟାଥିକ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଅଶୋକ କୁମାର ସେଠୀଙ୍କ ଦ୍ୱାରା ଆୟୁଷ ବିଦ୍ୟାଳୟ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଶୋକ…
Read More...

ଅର୍ଜୁନ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ଲୋଇସିଂହା (କେପିଏନ୍‌ଏସ୍‌) : ଅର୍ଜୁନ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଘୁଙ୍ଗୀ ଅନ୍ତିମ ଦିବସରେ ଆଜିକାର ମୁଖ୍ୟ ଅତିଥି ଭାବେ ଲୋଇସିଂହା ଯୁବନେତା ତଥା ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା, ସାରଗଡ଼ ଗ୍ରାମ ପଞ୍ଚାୟତ ସରପଞ୍ଚ ସରୋଜ ବେହେରା, ୩୪ ନଂ. ଜୋନ ଜିଲ୍ଲା ପରିଷଦ…
Read More...

ଲୋଇସିଂହା ବ୍ଲକସ୍ତରୀୟ ଲୋକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକସ୍ତରୀୟ ଲୋକ ଉତ୍ସବ ଆୟୋଜନ ପାଇଁ ସ୍ଥାନୀୟ ସଭାଗୃହଠାରେ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲଙ୍କ ସଭାପତିତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକର ବିଭିନ୍ନ ବିଭାଗର ଅଧିକାରୀ, ସମସ୍ତ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟଙ୍କ…
Read More...

ଲୋଇସିଂହାଠାରେ ନବାହ ପରାୟଣ ଏବଂ ବିଶ୍ଵ ଶାନ୍ତି ଯଜ୍ଞ ଅନୁଷ୍ଠିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହାଠାରେ ନବାହ ପରାୟଣ ଏବଂ ବିଶ୍ଵ ଶାନ୍ତି ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଲୋଇସିଂହା ସ୍ଥିତ ରାମ ମନ୍ଦିରଠାରେ ଆୟୋଜିତ ଏହି ନବାହ ପରାୟଣ ଏବଂ ବିଶ୍ଵ ଶାନ୍ତି ଯଜ୍ଞରେ ବିଜୁ ଜନତା ଦଳର ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା ଯୋଗଦେଇ ଥିଲେ ।
Read More...

ନଅଗାଁ(ଖ) ରେ ବୁଢାଦେଓ ମହୋତ୍ସବ-୨୦୨୩ ଆୟୋଜିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଥାନା ନଅଗାଁ (ଖ) ଗ୍ରାମରେ ପ୍ରତିବର୍ଷ ପୌଷ ମାସ ଶୁକ୍ଳ ପକ୍ଷ ଶାମ୍ବ ଦଶମୀ ତିଥିରେ ପ୍ରଭୁ ବୁଢାଦେଓଙ୍କ ଯାତ୍ରା ଅନୁଷ୍ଠିତ ହୋଇଥାଏ । ଏହି ଦିନ ବୁଢାଦେଓ ନିଜ ଗୁଡ଼ିରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ଓ ସନ୍ଧ୍ୟାରେ ଗ୍ରାମ ପରିକ୍ରମା…
Read More...