ଲୋଇସିଂହା ବ୍ଲକରେ ୩ ଜଣ ଯନ୍ତ୍ରୀଙ୍କ ଭରସାରେ ଚାଲିଛି ଉନ୍ନୟନମୂଳକ କାମ
ଲୋଇସିଂହା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକରେ ଉନ୍ନୟନମୂଳକ କାମରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି । କଙ୍କଡାକୁ ଗୋଳିଆ ପାଣି ସୁହାଇଲା ଭଳି ବ୍ଲକର ୨୦ଟି ଯାକ ଗ୍ରାମ ପଞ୍ଚାୟତ ପାଇଁ ମାତ୍ର ୩ ଜଣ କନିଷ୍ଠ ଯନ୍ତ୍ରୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କୁ!-->…
Read More...
Read More...