Browsing Tag

loisingha news

ଥାନା ଅଭ୍ୟର୍ଥନା ପ୍ରକୋଷ୍ଠ ପାଲଟିଛି ଶିଶୁଙ୍କ ମନୋରଞ୍ଜନ ସ୍ଥଳୀ

ଲୋଇସିଂହା, (କେପିଏନ୍‌ଏସ୍‌) : ମୋ ସରକାର ଯୋଜନା ଅଧୀନରେ ପ୍ରତି ଥାନାରେ ଖୋଲାଯାଇଛି ସ୍ୱତନ୍ତ୍ର ଅଭ୍ୟର୍ଥନା ପ୍ରକୋଷ୍ଠ ତଥା ମହିଳା ଓ ଶିଶୁ ଡେସ୍କ । ତେବେ କୌଣସି ଅଭିଯୋଗ ପାଇଁ ଥାନାର ଦ୍ୱାରସ୍ଥ ହେଉଥିବା ଅଭିଯୋଗକାରୀଙ୍କ ସାଙ୍ଗରେ ଆସିଥିବା ଛୋଟ ଛୋଟ ଛୁଆ ମାନେ ସେଠାରେ ଅପେକ୍ଷାରତ ନିଜ
Read More...

ବାଇକ ଚୋରଙ୍କୁ ଧରି ପୋଲିସ ଜିମା ଦେଲେ ଲୋକେ

ଲୋଇସିଂହା, (କେପିଏନ୍‌ଏସ୍‌) : ବାଇକ ଚୋରି କରି ଫେରାର ହେଉଥିବା ବେଳେ ଲୋଇସିଂହା ଥାନା ଝରଣୀପାଲି ଠାରେ ସ୍ଥାନୀୟ ଲୋକେ ଲୁଟେରା ମାନଙ୍କୁ କାବୁ କରିଥିବା ଜଣାଯାଇଛି । ସୂଚନା ଅନୁସାରେ ଝରଣିପାଲି ପଂଚାୟତ ପୋଢ଼ପାଲି ଗ୍ରାମର ଭଗବାନ ସାହୁ ନିଜ ହେରୋହୋଣ୍ଡା ଗାଡ଼ିରେ ଜମିକୁ ମୁଗଚାଷ
Read More...

ଲୋଇସିଂହା ହସ୍ପିଟାଲରେ ରୋଗୀଙ୍କୁ ଦିଆଗଲା ଏକ୍ସପାଏରି ସାଲାଇନ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜନୈକ ରୋଗୀଙ୍କୁ ୬ ମାସ ତଳର ଏକ୍ସପାଏରି ସାଲାଇନ ଦିଆଯାଇଥିବା ଅଭିଯୋଗ ହୋଇଛି । ସଂପୃକ୍ତ ରୋଗୀଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଥିବା ବେଳେ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବ ଯୋଗୁଁ ଏଭଳି ଘଟଣା
Read More...

ଲୋଇସିଂହା ବ୍ଳକ ସଭାନେତ୍ରୀ ଭାବେ ଜୋତ୍ସ୍ନା ମନୋନୀତ

ଲୋଇସିଂହା, (କେପିଏନଏସ) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ଦ୍ଵିତୀୟ ଥର ପାଇଁ ବ୍ଳକ ସଭାନେତ୍ରୀ ଭାବେ ଜୋତ୍ସ୍ନାମୟୀ ନାଗ ମନୋନୀତ ହୋଇଛନ୍ତି। ତେବେ ରାଜ୍ୟ ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଓଡ଼ିଶା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ତଥା ଜିଲ୍ଲା ବିଜେଡି
Read More...

ଲୋଇସିଂହାରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ : ୧୦୧ ୟୁନିଟ ରକ୍ତ ସଂଗ୍ରହ

ଲୋଇସିଂହା, (କେପିଏନ୍‌ଏସ୍‌) : ବିଜେଡି ଛାତ୍ର ଜନତା ଦଳ ସୌଜନ୍ୟରୁ ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରାଙ୍କ ଜନ୍ମ ଦିବସ ଅବସରରେ ଓଡିଶା ମୋ ପରିବାର ଆନୁକୂଲ୍ୟରେ ଲୋଇସିଂହା ଅଗ୍ରସେନ ଭବନ ଠାରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ ୧୦୧ ୟୁନିଟ ରକ୍ତ
Read More...

ଗୁରୁତର ଅଭିଯୋଗ : ଜାତୀୟ ପତାକାକୁ ଅବମାନନା ଅଭିଯୋଗ ଆଣିବାରୁ ପିଟିଲେ ସାର୍

ଲୋଇସିଂହା, (କେପିଏନ୍‌ଏସ୍‌) : ପତାକା ପାଇଁ ପାହାର । ଏପରି ଏକ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଘୁଙ୍ଗି ଗାଁରେ । ଅଭିଯୋଗ ଅନୁସାରେ ରବିବାର ଘୁଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳନ କରାଯାଇଥିଲା । କିନ୍ତୁ ସନ୍ଧ୍ୟାରେ ଆଉ ସ୍କୁଲର ଜାତୀୟ ପତାକାକୁ
Read More...

ପଲ୍ଲୀ ଆଲୋକ ପାଠାଗାରଠାରେ ସ୍ୱାଧୀନତା ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ପଲ୍ଲୀ ଆଲୋକ ପାଠାଗାର ନଅଗାଁ(ଖ) ତରଫରୁ ୭୫ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏଥିରେ ସ୍ଥାନୀୟ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭଗବତିଆ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ଆୟୋଜିତ ପୁରସ୍କାର ବିତରଣ
Read More...

ଲୋଇସିଂହା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଯୁବ ସଂକଳ୍ପ ଯାତ୍ରା

ଲୋଇସିଂହା, (କେପିଏନ୍‌ଏସ୍‌) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋଇସିଂହା ବ୍ଲକ ବିଜେପି ଯୁବମୋର୍ଚ୍ଚା ତରଫରୁ ଯୁବ ସଂକଳ୍ପ ଯାତ୍ରା ଆୟୋଜିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ସୁଦିପ ସା'ଙ୍କ ନେତୃତ୍ୱରେ ରାଜ୍ୟ ଯୁବମୋର୍ଚ୍ଚା ନିମନ୍ତ୍ରିତ ସଦସ୍ୟ
Read More...

ମନହୀରା ପଞ୍ଚାୟତ ଆଦିବାସୀ ନୋଡାଲ ଉଚ୍ଚ ବିଦ୍ୟାଳୟର ୭୫ତମ ସ୍ଵାଧୀନତା ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଆଜି ପଞ୍ଚାୟତ ଆଦିବାସୀ ନୋଡାଲ ଉଚ୍ଚ ବିଦ୍ୟାଳୟ ମନହିରାଠାରେ ୭୫ ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ଏଇ ଅବସରରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି କେଦାର ନନ୍ଦ ପତାକା ଉତ୍ତୋଳନ କରି ସ୍ଵାଧୀନତା ସଂଗ୍ରାମୀମାନଙ୍କୁ ସ୍ମରଣ କରିଥିଲେ । ପରେ ବରିଷ୍ଠ
Read More...

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ବିଜୁ ଛାତ୍ର ଜନତା ଦଳର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳୀ ପୁଇଁନ୍ତଲା ବ୍ଲକ ମଳମଣ୍ଡା କଲ୍ୟାଣ ମଣ୍ଡପ ଏବଂ ଲୋଇସିଂହା ବ୍ଲକ ଆଦିବାସୀ ଭବନ ଠାରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ ଯୁବ ନେତା ତଥା ରାଜ୍ୟ
Read More...